ଜାପାନରେ ୪ ବର୍ଷରେ ବଦଳିଲେଣି ୩ ପ୍ରଧାନମନ୍ତ୍ରୀ

ଟୋକିଓ,୨୭ା୯: ଜାପାନର ଶାସକ ଦଳ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଶିଗେରୁ ଇଶିବାଙ୍କୁ ଏହାର ନେତା ଭାବରେ ମନୋନୀତ କରିଛନ୍ତି, ଯିଏ ଆସନ୍ତା ସପ୍ତାହରେ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଶିଗେରୁ ତାଙ୍କ କାର୍ଯ୍ୟାଳୟରେ ମଡେଲ ବ୍ୟାଟଲଶିପ୍‌ ଏବଂ ଯୁଦ୍ଧ ବିମାନ ରଖିବା ପାଇଁ ଜଣାଶୁଣା। ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଚାଇନା ଏବଂ ଉତ୍ତର କୋରିଆ ଦ୍ୱାରା ସୃଷ୍ଟି ହୋଇଥିବା ବିପଦକୁ ପ୍ରତିହତ କରିବା ପାଇଁ ‘ଏସୀୟ ନାଟୋ’ ଗଠନ ପାଇଁ ପ୍ରସ୍ତାବ ଦେଇ ବି ବେଶ୍‌ ପରିଚିତ।

ଇଶିବା ପ୍ରାୟତଃ ଆମେରିକା ବିଷୟରେ ବିବୃତ୍ତି ଦେଇ ଚର୍ଚ୍ଚାକୁ ଆସନ୍ତି। ଫୁମିଓ କିଶିଡାଙ୍କ ପାରମ୍ପାରିକ ଆଭିମୁଖ୍ୟ ତୁଳନାରେ, ଇଶିବା ସର୍ବଦା ଭିନ୍ନ। ଇଶିବା କହିଛନ୍ତି, ବୈଦେଶିକ ନୀତି ଏବଂ ପ୍ରତିରକ୍ଷା କ୍ଷେତ୍ରରେ ଜାପାନ ଅଧିକ ସ୍ବୟଂଶାସିତ ଭୂମିକା ଗ୍ରହଣ କରିବା ଉଚିତ।

ଏକ ରିପୋର୍ଟରେ କୁହାଯାଇଛି ଯେ, ଦେଶର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଇଶିବା ଜାପାନର ପ୍ରଧାନମନ୍ତ୍ରୀ ହେବା ନିଶ୍ଚିତ। ଶୁକ୍ରବାର ଜାପାନର ଶାସକ ଦଳ ଲିବରାଲ ଡେମୋକ୍ରାଟିକ୍‌ (ଏଲ୍‌ଡିପି) ଏବଂ ଇଶିବା ଦେଶର ନେତୃତ୍ୱ ନେବାକୁ ମନୋନୀତ ହୋଇଥିଲେ। ସଂସଦର ନିମ୍ନ ଗୃହ ଉପରେ ଏଲ୍‌ଡିପିର ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଅଛି। ଜାପାନର ଗଣତାନ୍ତ୍ରିକ ବ୍ୟବସ୍ଥାରେ ସଂସଦର ନିମ୍ନ ଗୃହ ଅତ୍ୟନ୍ତ ଶକ୍ତିଶାଳୀ, ଏଭଳି ପରିସ୍ଥିତିରେ ଦଳ ଦ୍ୱାରା ମନୋନୀତ ନେତା ଦେଶର ପ୍ରଧାନମନ୍ତ୍ରୀ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ

ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri