ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶୁକ୍ରବାର ରାତିରେ କସୁରବନ୍ଧ ସରପଞ୍ଚ ସରୋଜ କୁନମାର କର୍ଣ୍ଣ ତାଙ୍କ ଭାଇ ନିଲୁ  ଏବଂ ବାପା ନବଘନ ରାଜେନ୍ଦ୍ରଙ୍କ ଘର ସମ୍ମୁଖରେ ରାଜେନ୍ଦ୍ରଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଉତ୍ତ୍ୟକ୍ତ ସରପଞ୍ଚ ସରୋଜ ହଠାତ୍‌ ରାଜେନ୍ଦ୍ରଙ୍କ ଉପରକୁ ପ୍ରଥମେ ଗୋଟିଏ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଥିଲେ। ପରେ ରାଜେନ୍ଦ୍ର ଦୁଇ ଗୋଡ଼କୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। ଫଳରେ ରାଜେନ୍ଦ୍ର ତଳେ ପଡ଼ିଯାଇଥିଲେ। ପରେ ସରପଞ୍ଚ ସରୋଜ ଏବଂ ତାଙ୍କ ବାପା ଓ ଭାଇ ମିଶି ରାଜେନ୍ଦ୍ରଙ୍କୁ ଲାଠିରେ ନିସ୍ତୁକ ମାଡ଼ ମାରିଥିଲେ। ଗୁରୁତର ରାଜେନ୍ଦ୍ରଙ୍କୁ ପରିବାର ଲୋକ ଉଦ୍ଧାର କରି ପ୍ର୍ରଥମେ ମନମୁଣ୍ଡା ଓ ପରେ ସୋନପୁର ଡାକ୍ତରଖାନରେ ଭର୍ତ୍ତି କରିଛନ୍ତି। ଦୋଷୀମାନଙ୍କୁ କଠୋର ଦଣ୍ଡବିଧାନ ପାଇଁ ଏବେ ଦାବି କରିଛନ୍ତି। ଗୁରୁତର ଆହତ ରାଜେନ୍ଦ୍ର ଏବଂ ତାଙ୍କ ପରିବାର ଲୋକେ। ଖବର ପାଇ ମନମୁଣ୍ଡା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri