‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି।

ସପ୍ତାହେ ଭିତରେ ଏସ୍‌ପିମାନେ ଏ ସମ୍ପର୍କିତ ପେଣ୍ଡିଂ ମାମଲା ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ। ପ୍ରତି ପୋଲିସ ପାଖରେ ବାଇକ୍‌ ରହିବ। ଥାନାରେ ୨ଟି ଜିପ୍‌ ରହିବ। କାର୍ଯ୍ୟକୁ ସହଜ ଏବଂ ସରଳ କରିବା ପାଇଁ ସରକାର ଏପରି ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଓଡ୍ରାଫ୍‌ ଟିମ୍‌ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri