ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଯୁବକ ହେଲେ ଗୁଡ଼ିଆଳିର ବାବୁଲା ସ୍ୱାଇଁ(୨୪)।…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ। ଏହି ରାଶିଗୁଡ଼ିକରେ ଜନ୍ମିତ ବ୍ୟକ୍ତିମାନେ ହଠାତ୍…

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ ଦେଖିବାକୁ ଆସିଥିବା ପିଲାଙ୍କ ସହିତ ଅନେକ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ ମହାରାଣୀ ସାଗର ଜଳାଶୟ କେହି ଜଣେ…

ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….

କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର ବିମାନ ୭୨୭ କୋଲକାତା ବିମାନବନ୍ଦରରେ ଜରୁରୀକାଳୀନ…

ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଅନଲାଇନ କୋଚିଂ: SC, OBC ଆଦି ବର୍ଗଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୪ା୨: ଦେଶର ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ମାଗଣା ଅନଲାଇନ କୋଚିଂ ଦେବେ ସରକାର। ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ଆର୍ଥିକ ଅନଗ୍ରସର ଶ୍ରେଣୀର ମେଧାବୀଙ୍କୁ ଶିକ୍ଷା କ୍ଷେତ୍ରରେ ସମାନ ସୁଯୋଗ ଦେବା ପାଇଁ…

ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀଙ୍କ ଆସନ ଘେରିଗଲେ ମହିଳା ଏମପି

ନୂଆଦିଲ୍ଲୀ,୪।୩: ବୁଧବାର ଲୋକସଭାରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବିରୋଧ ଦଳର ପ୍ରବଳ ହଟ୍ଟଗୋଳ ଯୋଗୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିପାରିନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂର୍ବତନ ସେନା ମୁଖ୍ୟ ଏମ୍.ଏମ୍. ନରୱଣେଙ୍କ ସ୍ମୃତି ଗ୍ରନ୍ଥରୁ କିଛି…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ସବିଶେଷ ପ୍ରକଳ୍ପ ରିପୋର୍ଟ (DPR)…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି ଶାସନ ପ୍ରତ୍ୟାହୃତ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ। ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ…

ହେଲୋ…ମୋର ବିଶ୍ୱାସଘାତକ ବନ୍ଧୁ: ସଂସଦ ପରିସରରେ ରାହୁଲ-ରବନୀତ ଝଗଡା

ନୂଆଦିଲ୍ଲୀ,୪।୩: ସଂସଦ ପରିସରରେ ଭାରତୀୟ ଜାତୀୟ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କେନ୍ଦ୍ରମନ୍ତ୍ରୀ ରବନୀତ ସିଂହ ବିଟ୍ଟୁଙ୍କ ମଧ୍ୟରେ ଏକ ବିତର୍କ ଆରମ୍ଭ ହୋଇଛି। ବୁଧବାର ଭାଜପା ନେତା ରବନୀତ ସିଂହ…

ଇତିହାସ ରଚିଲେ ଏଲନ ମସ୍କ: ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ୍‌,୪।୨: ଟେସଲା ମାଲିକ ଏଲନ ମସ୍କ ଇତିହାସ ରଚିଛନ୍ତି। ମହାକାଶ କମ୍ପାନୀ ସ୍ପେସଏକ୍ସ (SpaceX) ତାଙ୍କର AI ଏବଂ ସୋସିଆଲ ମିଡିଆ ଫାର୍ମ xAI ଅଧିଗ୍ରହଣ କରିବା ପରେ ମସ୍କଙ୍କ ସମ୍ପତ୍ତି ଆକାଶଛୁଆଁ ହୋଇଛି। ତାଙ୍କର ମୋଟ ସମ୍ପତ୍ତି ବର୍ତ୍ତମାନ ୮୫୨ବିଲିୟନ…

ତଥ୍ୟ ଅସୁରକ୍ଷିତ

ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟକୁ ବାରମ୍ବାର ଅପବ୍ୟବହାର କରାଯାଉଥିବାରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଭିଯୋଗ ହୋଇଆସୁଛି। ବିଶେଷକରି ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିଥିବାରୁ ତଥ୍ୟକୁ ନେଇ ସର୍ବଦା ଆଲୋଚନା ହେଉଛି। ନାଗରିକର ପ୍ରିଭେସି ବା ଅନ୍ତରଙ୍ଗ ତଥ୍ୟ ଆଦାନପ୍ରଦାନରେ ସୁରକ୍ଷା ରହିବା…

ବାଣିଜ୍ୟ ଚୁକ୍ତି ପରେ ଆମେରିକା ସହ ଭାରତର ବଡ଼ ବୈଠକ: ଜାଣନ୍ତୁ କ’ଣ ହେଲା…

ନୂଆଦିଲ୍ଲୀ,୪।୨: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ଆମେରିକାର ଏକ ଉଚ୍ଚସ୍ତରୀୟ ଗସ୍ତ ଆରମ୍ଭ କରିଛନ୍ତି। ତାଙ୍କ ଗସ୍ତର ପ୍ରଥମ ଦିନରେ, ସେ ଆମେରିକାର ଅର୍ଥ ସଚିବ ସ୍କଟ ବେସାଣ୍ଟ ଏବଂ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହିତ ଦୁଇଟି…

ମୁମ୍ବାଇ ବିମାନବନ୍ଦରରେ ଏୟାର ଇଣ୍ଡିଆ-ଇଣ୍ଡିଗୋ ବିମାନ ଧକ୍କା, ଦୁର୍ଘଟଣା ପରେ ଯାତ୍ରୀ…

ମୁମ୍ବାଇ,୩।୨: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଟଳିଯାଇଛି। ରନୱେରେ ଟାକ୍ସି କରୁଥିବା ସମୟରେ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋର ଦୁଇଟି ବିମାନର ଡେଣା ପରସ୍ପର ସହ ଧକ୍କା ହୋଇଛି। ତେବେ…

ମ୍ୟାନମାରରେ ୫.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ: ଥରିଲା କଲିକତା

କୋଲକାତା,୩।୨: ମଙ୍ଗଳବାର ମ୍ୟାନମାରରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ପ୍ରାୟ ୫.୯ ରେକର୍ଡ କରାଯାଇଛି। ଏହି ଭୂକମ୍ପର ପ୍ରଭାବରେ ପଶ୍ଚିମବଙ୍ଗର ରାଜଧାନୀ କଲିକତାରେ ମଧ୍ୟ ମୃଦୁ କମ୍ପନ ଅନୁଭୂତ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri