ଆଇପିଏସ ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର

ଭୁବନେଶ୍ୱର,୨୯।୯: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ଓଡିଶା ସରକାର। ଭରତପୁର ଥାନା ମାମଲାରେ ବଦନାମ ହୋଇଥିବା କମିସନରେଟ ପୋଲିସ ମୁଖ୍ୟ ସଞ୍ଜୀବ ପଣ୍ଡାଙ୍କୁ ବଦଳି କରାଯାଇଛି। 1998 ବ୍ୟାଚ୍ ଆଇପିଏସ ଅଫିସର ସୁରେଶ ଦେବଦତ୍ତ ସିଂଙ୍କୁ କଟକ-ଭୁବନେଶ୍ୱର ନୂଆ କମିଶନର ଭାବେ ନିଯୁକ୍ତ କରାଯାଇଥିବା ବେଳେ ସଞ୍ଜୀବଙ୍କୁ ଏଡିଜି ଟ୍ରେନିଂ, ବିପିଏସପିଏ ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି।

ସେହିଭଳି ଏକେ ରାୟଙ୍କୁ ଜେଲ୍ ବିଭାଗ ଡିଜି, ବିନୟତୋଷ ମିଶ୍ରଙ୍କୁ ଏଡିଜି,ସିଆଇଡି-ସିବି ନିଯକ୍ତ କରାଯାଇଛି, ଆରପି କୋଚେଙ୍କୁ ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ, ପୂର୍ବତନ ଟ୍ୱିନ ସିଟି କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଏଡିଜିପି ADGP ଆଧୁନିକୀକରଣ ଦାୟିତ୍ୱ ଦାୟିତ୍ୱ, ସନ୍ତୋଷ ଵାଲାଙ୍କୁ ଏସସିଆରବି ଏବଂ ଏସଏଫଏସଏଲ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ବରିଷ୍ଠ ଆଇପିଏସ ଅଧିକାରୀ ଅରୁଣ ବୋଥ୍ରାଙ୍କୁ ରେଲୱେ ଏବଂ ଉପକୂଳ ସୁରକ୍ଷା ଏଡିଜିପି ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri