ବିନାୟକ କଲେଜରେ ରାଗିଂ ଅଭିଯୋଗ: ଛାତ୍ରଙ୍କୁ ଚାରି ମହଲା କୋଠାରୁ ଠେଲିଦେଲେ ସହପାଠୀ

ଭବାନୀପାଟଣା,୨୯।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିନାୟକ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ଆସିଛି। ଏପରିକି ନିଜ ସହପାଠୀ ମାନେ ଛାତ୍ରଙ୍କୁ ତିନି ମହଲାରୁ ଠେଲି ଦେଇଥିବା ମଧ୍ୟ ଜଣାପଡିଛି। ଗୁରୁତର ଅବସ୍ଥାରେ ଛାତ୍ରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ନାମ ଅଙ୍କେସ ବାଗ ଓ ସେ ଯୁକ୍ତ ୨ ଦ୍ଵିତୀୟ ବର୍ଷର ଛାତ୍ର ବୋଲି ଜଣାପଡିଛି । ଘଟଣା ସମ୍ପର୍କରେ ଖବର ପାଇ କଲେଜ କର୍ତ୍ତୃପକ୍ଷ ଆସିଲା ପରେ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri