୪୦ ଡିଗ୍ରୀ ଉପରେ ୧୪ ସହର, ଆହୁରି ସପ୍ତାହେ ଶିଝିବ ଓଡ଼ିଶା

ଭୁବନେଶ୍ୱର,୨୦ା୪ (ବନ୍ଦନା ସେଠୀ): ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା। ଗରମ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ରବିବାର ମଧ୍ୟ ଅଧା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ଏହିଭଳି…

ଆଜି ଅଖିମୁଠି ଅନୁକୂଳ, ଚାଷୀଙ୍କ ଉତ୍ସାହ ନାହିଁ

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ): ସୋମବାର କୃଷିଭିତ୍ତିକ ପର୍ବ ଅକ୍ଷୟ ତୃତୀୟା। ଚାଷୀମାନେ ଚାଷ ପାଇଁ ପାଗ ଭିଡ଼ିବେ। କେବଳ ସେତିକି ନୁହେଁ, ରାଜ୍ୟର ବିଭିନ୍ନ ସ୍ଥାନରେ ଜିଲାପାଳଙ୍କଠୁ ଜନ ପ୍ରତନିଧିମାନେ ମଧ୍ୟ କ୍ଷେତକୁ ଆସି ହଳ,…

ଚାଷୀଙ୍କ ପାଇଁ ବଡ଼ ଖୁସି ଖବର : ମିଳିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ବର,୨୦ା୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ । ଅନ୍ୟପକ୍ଷେ ଆଜି କଟକରେ ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ। ଏହାରି…

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆଜିର ଦିନରେ ଅନ୍ନଦାତାମାନଙ୍କୁ…

କଟକ/ଭୁବନେଶ୍ୱର,୨୦ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ମୁଖ୍ୟମନ୍ତ୍ରୀ…

ଓଲଟିଲା ଯାତ୍ରୀବାହୀ ବସ, ୧୫ ମୃତ

ଉଧମପୁର,୨୦।୪: ଜମ୍ମୁ କଶ୍ମୀରର ଉଧମପୁରରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ଉଧମପୁର ରାମନଗରର କାଗୋଟ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି ଏବଂ ରିପୋର୍ଟ ଅନୁଯାୟୀ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୫…

ଅଶୋଧିତ ତୈଳ ଦରରେ ନିଆଁ, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ପେଟ୍ରୋଲ ଦର

ନୂଆଦିଲ୍ଲୀ,୨୦ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଇରାନ ଆମେରିକା ସହିତ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କରିବାକୁ ମନା କରିଦେଇଛି। ଏହାର ପ୍ରଭାବ ଅଶୋଧିତ ତୈଳ ମୂଲ୍ୟରେ ସ୍ପଷ୍ଟ ଭାବରେ…

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ ଏକ ଝଟକା ଭାବେ ଲାଗିବା କଥା। ଦେଶ ଭିତରେ ଗଣମାଧ୍ୟମ ଦ୍ୱାରା ଅସତ୍ୟ…

ଆୟାତୋଲ୍ଲା ଖାମେନେଇଙ୍କୁ ଏଯାଏ କବର ଦିଆଯାଇନାହିଁ

ବିରୁଧୁନଗର,୨୦ା୪: ଗତ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଇରାନର ତତ୍କାଳୀନ ସୁପ୍ରିମ ଲିଡର ୮୬ ବର୍ଷୀୟ ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଘଟିଥିଲା। ଇତିମଧ୍ୟରେ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ମୃତ ସୁପ୍ରିମ…

ହର୍ମୁଜ୍‌ରେ ଅଚଳାବସ୍ଥା, ପାକ୍‌ରେ ଶାନ୍ତି ପ୍ରସ୍ତୁତି

ଦୁବାଇ/ଓ୍ବାଶିଂଟନ୍‌/ଇସ୍‌ଲାମାବାଦ,୨୦ା୪(ଏ.ପି./ରଏଟର୍ସ): ଆମେରିକା-ଇରାନ୍‌ ଅସ୍ତ୍ରବିରତି ଅବଧି ଶେଷ ହେବାକୁ ବସିଲାଣି। ତେଣୁ ଇସ୍‌ଲାମାବାଦରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଲୋଚନା କେବେ ହେବ ସେନେଇ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଦୁଇପକ୍ଷ…

ଡିଲ୍‌ ନ କଲେ ପାଓ୍ବାର ପ୍ଲାଣ୍ଟ ଉଡ଼ାଇଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ ଇସ୍‌ଲାମାବାଦ,୨୦ା୪ (ଏ.ପି./ରଏଟର୍ସ): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତିନିଧିମାନେ ଇରାନ୍‌ ସହ ଶାନ୍ତି ଆଲୋଚନାରେ ଯୋଗଦେବା ପାଇଁ ସୋମବାର ଇସ୍‌ଲାମାବାଦ ଯିବେ। ସେମାନେ ସନ୍ଧ୍ୟା ସୁଦ୍ଧା ପହଞ୍ଚିବେ ବୋଲି ଟ୍ରମ୍ପ୍‌ ଟ୍ରୁଥ୍‌ ସୋସିଆଲରେ ସୂଚନା ଦେଇଛନ୍ତି। ତେବେ ଏଥର ଯେପରି…

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ଘଟଣାଟି ତିନୋଟି ପୃଥକ ସ୍ଥାନରେ ଘଟିଛି । ପୋଲିସ କହିଛି…

ପୁଣି ପାକିସ୍ତାନରେ ପହଞ୍ଚିଲା ଆମେରିକାର ବିମାନ, ଇସଲାମାବାଦରେ ହଲଚଲ୍

ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହାରି ଭିତରେ ଆମେରିକୀୟ ସାମରିକ ବିମାନ ପାକିସ୍ତାନରେ ପହଞ୍ଚିଛି। ଏହି ବିମାନଗୁଡ଼ିକ ରାୱଲପିଣ୍ଡିର ନୁର ଖାନ ଏୟାରବେସରେ ଅବତରଣ କରିଛି; ଏମାନଙ୍କ ସଂଖ୍ୟା ଚାରି…

ଟ୍ରମ୍ପଙ୍କ କଡ଼ା ଚେତାବନୀ, ଇରାନକୁ ଶେଷ କରିବାର ସମୟ ଆସିଯାଇଛି….

ଓ୍ବାଶିଂଟନ,୧୯ା୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦିନ ଇରାନକୁ ସମ୍ପୂର୍ଣ୍ଣ ଭାବରେ ନିଶ୍ଚିହ୍ନ କରିଦେବା ପାଇଁ ଧମକ ଦେଇଥିଲେ । ଟ୍ରମ୍ପ କହିଥିଲେ ଯେ ଇରାନ ପ୍ରତି ଆଉ କୌଣସି ଅନୁକମ୍ପା ଦେଖାଯିବ ନାହିଁ। ସେମାନେ ଶୀଘ୍ର ଏବଂ ସହଜରେ…

ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ; ୧୬ମୃତ, ବଢ଼ିପାରେ ମୃତ୍ୟୁ ସଂଖ୍ୟା

ଚେନ୍ନାଇ,୧୯ା୪: ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ ୧୬ ଜଣ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର…

ଖୋର୍ଦ୍ଧା ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ଖୋର୍ଦ୍ଧା,୧୯ା୪: ଖୋର୍ଦ୍ଧା ଜିଲାରେ  ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଅସହ୍ୟ ଖରାକୁ ଦେଖି ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ। ଜିଲାର ସମସ୍ତ ସରକାରୀ ଓ ବେସରକାରୀ…

ଦେଶବାସୀଙ୍କୁ ସମ୍ବୋଧିତ କରିବା ପରେ ମୋଦିଙ୍କୁ ଟାର୍ଗେଟ କଲେ ବିରୋଧି, କହିଲେ…

ନୂଆଦିଲ୍ଲୀ,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳକୁ ‘ମହିଳା ବିରୋଧୀ’ ବୋଲି ଆଖ୍ୟା ଦେବା ପରେ ଅନେକ ନେତା ତାଙ୍କ ବିରୋଧରେ ତୀବ୍ର ସମାଲୋଚନା କରିଥିଲେ। କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀଙ୍କ ଦେଶକୁ ସମ୍ବୋଧନକୁ ପକ୍ଷପାତୀ ବୋଲି ବର୍ଣ୍ଣନା କରିଥିଲେ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri