କୋଶଳୀ ଭାଷା ସୁରକ୍ଷା ସମିତିର ମହିମା ସାହିତିଅ ଆସର

ଟିଟିଲାଗଡ, ୧୯ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ହିନ୍ଦୀ ହାଇସ୍କୁଲ ପରିସରରେ କୋଶଳୀ ଭାଷା ସୁରକ୍ଷା ସମିତି ତରଫୁ ବୁଦ୍ଧ ଆର ଭୀମ ଭୋଇକଁର ଜନମ୍‌ ତିଥି ପାଲିତ ହେଇଯାଇଛେ। ମୁର୍‌ଧନିଅଁା କବି ବିଭାକରୀଚରଣ ମିଶ୍ରକଁର ସଭାପତିତ୍ୱନେ ଆୟୋଜିତ ସଭାନେ ମୁଖିଆ କୁନୁଅଁା ହିସାବେ କୋଶଳ ସାଂସ୍କୃତିକ ମହାଜୋଟର ସମ୍ପାଦକ ଟିକେଲାଲ ବେହେରା, ସାହିତ୍ୟ ସଂସ୍କୃତି ଅନୁଷ୍ଠାନର ଉପସଭାପତି ସେବକଚରଣ ଦାଶ, ସଞ୍ଜୟ ଅଗସ୍ତି ପରମୁଖ ଯୋଗଦେଇ ବୁଦ୍ଧକଁର ଜ୍ଞାନତତ୍ତ୍ୱ ଆର ଭୀମ ଭୋଇକଁର ସାହିତିଅ ଉପରେ ଆଲୋଚନା କରିଥିଲେ। ଇ ଉଧେ କୁନୁଅଁାମାନେ ଭୀମ ଭୋଇକଁର ସାହିତିଅ କୁରତିକେ କୋଶଲି ଭାଷାରେ ଅନୁବାଦ କରବାର ଲାଗି ମତ୍‌ ଦେଇଥିଲେ। ଇ ଅବ୍‌ଛରରେ ସୁରକ୍ଷା ସମିତିର ମୁଖପତର ‘ଝଁାପି’ର ଉନ୍‌ମୋଚନ କରାଯାଇଥିଲା। ଦୁତୀଅ ଖେପି ହେଇଥିବାର ସଭାରେ କୋଶଲି ଭାଷାର ନଁାକରା କବି ସୁନୀଲ ଅଗସ୍ତିକଁର ସଂଯୋଜନାରେ କବି ଦିଲୀପ ପସାୟତ, ଜ୍ୟୋତି ପ୍ରକାଶ ଗଡ଼ତ୍ୟା, ନଧିସିଂହ ସାହୁ, ଚତୁର୍ଭୁଜ ସାଆନ୍ତ, ଭିକାରୀ ମିଶ୍ର, ସୁନୀଲ ଅଗସ୍ତି, ଟିକେଲାଲ ବେହେରା, ସଞ୍ଜୟ ଅଗସ୍ତି, ସେବକଚରଣ ଦାଶ ପରମୁଖ ନିଜର ନିଜର ଲେଖ୍‌ଲା କବିତା ପଢ଼ିଥିଲେ। ଶେଷେ କବି ମହେନ୍ଦ୍ର ପାଣିଗ୍ରାହୀ ଧଏନ୍‌ବାଦ ଦେଇଥିଲେ। ସଭାକେ ସଫଲ କରବାରେ ସୁରେଶ ଜାଲ, ନୀଳମଣି ସାହୁ, ଚିତ୍ତରଞ୍ଜନ ଚାନ୍ଦ, ଜିତୁ ସାହୁ, ସୁଶାନ୍ତ ଯୋଶୀ, ଚୈତନ୍ୟ ଭୋଇ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା, ଛାତ୍ର ଅଟକ

ସମ୍ବଲପୁର,୪ା୧୨: ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ ଜଣେ ଛାତ୍ର ଅଟକ ଅଛନ୍ତି। ଛାତ୍ରୀଙ୍କୁ ଛାତ୍ର ଜଣଙ୍କ ପ୍ରବଳ ମାଡ଼ ମାରିଥିବା ବୁର୍ଲା...

ମା’ର ମର୍ଡର ଦେଖିଦେବାରୁ ଆମ ଭାଣିଜୀକୁ ମାରିଦେଲେ, ଏମିତି ଅଭିଯୋଗ ଆଣି ମାମୁ-ମାଇଁ କହିଲେ…

ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ଅଇଁଠାପାଲି ଥାନା ଅନ୍ତର୍ଗତ ଶାନ୍ତିନଗର ଗଳିର ଏକ ନାଳରୁ ବୁଧବାର ସକାଳେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ହେଉଛନ୍ତି ଶାନ୍ତିନଗର...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଧାନ ସଂଗ୍ରହ ପକ୍ରିୟାରେ ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଚାଷୀ...

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ମିଳିଲା ଗ୍ରେଡ୍‌ ‘ଏ’ ମାନ୍ୟତା

ସମ୍ବଲପୁର,୨୭ା୧୧: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା ମିଳିଛି। ଏନେଇ ଡେପୁଟି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ହେବା ପରେ...

ରୋଷେଇ ଛାଡି ଫୋନ୍‌ରେ ଅଧିକ କଥା ହେବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଜମନକିରା,୨୭ା୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ରୋଷେଇ ଛାଡ଼ି ମୋବାଇଲ ଫୋନ୍‌ରେ କଥା ହେଉଥିଲେ ସ୍ତ୍ରୀା ରୋଷେଇ କରିବାକୁ କହିବାରୁ ନ ଶୁଣି ଫୋନ୍‌ରେ ଗପିଚାଲିଥିଲେ। ଏଥିରେ ରାଗି...

ଟ୍ରକ୍‌ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍‌ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫...

ପୁଣି ବ୍ରାଉନସୁଗାର ଜବତ: ୩ ମହିଳାଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧୧(ପ୍ରମୋଦ ବହିଦାର): ସମ୍ବଲପୁରରେ ମଙ୍ଗଳବାର ପୁଣି ଜବତ ହୋଇଛି ବ୍ରାଉନସୁଗାର। ପୋଲିସ ସୁନାପାଲିର ମହମ୍ମଦ ସୋହେଲ ଓ ମହମ୍ମଦ ନୁମାଲଙ୍କ ଅଟକ ରଖି ପଚରାଉଚରା କରୁଛି।...

ଜଙ୍ଗଲରେ ପଡିଛି ଦନ୍ତା ହାତୀର ମୃତଦେହ

ରେଢ଼ାଖୋଲ,୧୮।୧୧: ସମ୍ବଲପୁର ଜିଲା ବଡ଼ବାହାଲ ରେଞ୍ଜ ବଡ଼କୁଡ଼ା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ମୃତ ଦନ୍ତା ହାତୀର ବୟସ ୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri