ଦିନକୁ ୨୦୦ ସିଗାରେଟ୍‌ ଟାଣୁଥିଲେ ଅମିତାଭ ବଚ୍ଚନ: ଆଉ ଏବେ…

ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ଏକ ଶୃଙ୍ଖଳିତ ଜୀବନଶୈଳୀ ପାଇଁ ଜଣାଶୁଣା। ସେ ଧୂମପାନ କିମ୍ବା ମଦ୍ୟପାନ କରନ୍ତି ନାହିଁ । କିନ୍ତୁ ଏପରି ଏକ ସମୟ ଥିଲା ଯେତେବେଳେ ସେ ଦିନକୁ ୨୦୦ ସିଗାରେଟ ଟାଣୁଥିଲେ। ଏକ ପୁରୁଣା ସାକ୍ଷାତକାରରେ ଅମିତାଭ ଏ ବିଷୟରେ କହିଥିଲେ। କିନ୍ତୁ ଏବେ ସେ ଏସବୁରୁ ବହୁ ଦୂରରେ। ଏପରିକି ସେ ଆମିଷ ଖାଉ ନାହାଁନ୍ତି।

ଅମିତାଭ କୁହନ୍ତି, ମୁଁ ଏବେ ଧୂମପାନ କି ମଦ୍ୟପାନ କରେ ନାହିଁ। ଏପରିକି ମାଛମାଂସ ଖାଏ ନାହିଁ। ମୋ ପରିବାରରେ ମୋ ବାପା ଶାକାହାରୀ ଥିଲେ ଏବଂ ମୋ ମା’ ନ ଥିଲେ। ସେହିଭଳି, ଜୟା ମାଂସ ଖାନ୍ତି ଏବଂ ମୁଁ ଖାଏ ନାହିଁ। ମୁଁ ପୂର୍ବରୁ ମାଂସ ଖାଉଥିଲି । ମୁଁ ପୂର୍ବରୁ ମଦ୍ୟପାନ ଏବଂ ଧୂମପାନ କରୁଥିଲି, କିନ୍ତୁ ବର୍ତ୍ତମାନ ମୁଁ ସବୁକିଛି ଛାଡି ଦେଇଛି।

କୋଲକାତାରେ ମୁଁ ଦିନକୁ ୨୦୦ ସିଗାରେଟ ଟାଣୁଥିଲି। କିନ୍ତୁ ମୁମ୍ବାଇ ଆସିବା ପରେ ମୁଁ ଛାଡିଦେଇଥିଲେ। କିଛି ବର୍ଷ ପୂର୍ବେ ମୁଁ ସ୍ଥିର କଲି ଯେ, ମୋର ଏହା ଦରକାର ନାହିଁ। ଏହି ଅଭ୍ୟାସଗୁଡ଼ିକ ମୋତେ କୌଣସି ଅସୁବିଧା ସୃଷ୍ଟି କରେ ନାହିଁ। ଯେତେବେଳେ ମୁଁ ବିଦେଶରେ ଶୁଟିଂ କରେ, ଶାକାହାରୀ ଖାଦ୍ୟ ସମ୍ବନ୍ଧରେ ଏକ ସମସ୍ୟା ଅଛି। କିନ୍ତୁ ମୁଁ ଖାପଖୁଆଇ ଦେଉଛି।

ବି.ଦ୍ର: ସିଗାରେଟ୍‌ ପିଇବା ସ୍ବାସ୍ଥ୍ୟପ୍ରତି ହାନିକାରକ


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri