Posted inଜାତୀୟ

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି ରୋଗକୁ ଜନସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହି ରୋଗରେ ଜ୍ୱର ହେବା ସହ ତ୍ୱଚାରେ ଫଳିଯିବା ଭଳି ଲକ୍ଷଣ ଦେଖାଯାଇଥାଏ। ଏମ୍‌ପକ୍ସ ପରୀକ୍ଷା କିଟ୍‌କୁ ଆଲିନିଟି ଏମ୍‌ ଏମ୍‌ପିଏକ୍ସଭି ଆଶି କୁହାଯାଉଛି। ଆବୋଟ୍ଟ ମଲିକୁଲାର ସଂସ୍ଥା ଏହାର ବିକାଶ କରିଛି। ଆଫ୍ରିକୀୟ ଦେଶଗୁଡ଼ିକରେ ମଙ୍କିପକ୍ସ ବ୍ୟାପୁଥିବାରୁ ଏହାର ତ୍ୱରିତ୍‌ ଓ ଉପଯୁକ୍ତ ପରୀକ୍ଷା ଆବଶ୍ୟକ ହୋଇଛି। କାରଣ ଏହି ରୋଗ ଶୀଘ୍ର ଚିହ୍ନଟ ହେଲେ ଉପଯୁକ୍ତ ସମୟରେ ଚିକିତ୍ସା କରାଯିବା ସହ ସଂକ୍ରମଣକୁ ରୋକାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri