ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ସରକାର ପରିବର୍ତ୍ତନ ପରେ ନୂତନ ସରକାର ଅନେକ ନୂଆ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ସମସ୍ତ ନିଷ୍ପତ୍ତି ଅନୁଯାୟୀ ସମସ୍ତ ନୂତନ ସରକାରୀ କୋଠା ତଥା ପର୍ଯ୍ୟାୟକ୍ରମେ ମରାମତି / ନବୀକରଣ କାର୍ଯ୍ୟ ସମୟରେ ସରକାରୀ କୋଠାଗୁଡ଼ିକ ପାଇଁ ନୂତନ ରଙ୍ଗ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ସରକାରୀ କୋଠାର ବାହାର ପଟ କମଳା ଓ ନାଲି ବର୍ଡ଼ର ରହିବ। ଏନେଇ ସମସ୍ତ ମୁଖ୍ୟଯନ୍ତ୍ରୀ, ଓବିସିସିକୁ ପୂର୍ତ୍ତ ବିଭାଗ ପକ୍ଷରୁ ଚିଠି କରାଯାଇଛି। ନିକଟରେ ସରକାର ଵିଦ୍ୟାଲର ୟୁନିଫର୍ମ ରଙ୍ଗ ମଧ୍ୟ ବଦଳାଇବାକୁ ନିଷ୍ପତ୍ତି ନେଇଥିଲେ।

ସବୁଜ ରଙ୍ଗ ବଦଳରେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଲାଗି ବାଦାମୀ ରଙ୍ଗର ୟୁନିଫର୍ମ କରିବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଏହା ଲାଗୁହେବ ।

ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡିଜାଇନ ଓ ରଙ୍ଗର ୟୁନିଫର୍ମ ଲାଗୁ ହେବ। ଯେଉଁଠାରେ ପୁରୁଣା ଡିଜାଇନ ୟୁନିଫର୍ମ ବଣ୍ଟନ ହୋଇନି ସେଠାରେ ଏହା ପ୍ରଥମେ ଲାଗୁ ହୋଇପାରିବ। ତେବେ ଏହା କେବେଠୁ ଲାଗୁ ହେବ ନୂଆ ଶିକ୍ଷା ବର୍ଷ ଆରମ୍ଭରୁ କି ଏବେଠାରୁ ତାକୁ ନେଇ କୌଣସି ସୂଚନା ମିଳିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri