Posted inଖେଳ

କୋଚ୍‌ଙ୍କୁ କ୍ଷୀରରେ ଗାଧୋଇଦେଲେ ଟିମ୍‌ ଇଣ୍ଡିଆ ଖେଳାଳି, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୦।୧୦: ଟିମ୍‌ ଇଣ୍ଡିଆର ଆସିଷ୍ଟାଣ୍ଟ କୋଚ୍‌ ଏବଂ ଅଧିନାୟକ ରୋହିତ ଶର୍ମାଙ୍କ ବନ୍ଧୁ ଅଭିଷେକ ନାୟର ଅକ୍ଟୋବର ୮ରେ ୪୧ତମ ଜନ୍ମଦିନ ପାଳନ କରିଥିଲେ। ବାଲାଂଦେଶ ବିପକ୍ଷରେ ଟି୨୦ ସିରିଜ ଖେଳୁଥିବା ଭାରତୀୟ ଟିମ୍‌ର ସମସ୍ତ ଖେଳାଳି ଏହି ଖାସ୍‌ ଦିନକୁ ଜବରଦସ୍ତ ଢ଼ଙ୍ଗରେ ସେଲିବ୍ରେଟ୍‌ କରିଥିଲେ। ଡ୍ରେସିଂ ରୁମ୍‌ରେ ଖେଳାଳିମାନେ ତାଙ୍କ ସହ ମଜା କରିଥିଲେ। ବିଶେଷକରି ରିଙ୍କୁ ସିଂହ ଏବଂ ହର୍ଷିତ ରାଣା ଅଭିଷେକଙ୍କୁ କ୍ଷୀରରେ ଗାଧୋଇ ଦେଇଥିଲେ। ପରେ ରିଙ୍କୁ ଫଟୋ ପୋଷ୍ଟ କରି କୋଚ୍‌ଙ୍କୁ ବଧେଇ ଜଣାଇଥିଲେ।

ତେବେ ଅଭିଷେକ ଘରୋଇ କ୍ରିକେଟରେ ଭଲ ପ୍ରଦର୍ଶନ କରିଥିଲେ। ହେଲେ ତାଙ୍କ କ୍ୟାରିୟର ଟିମ୍‌ ଇଣ୍ଡିଆ ଲାଗି ସେତେଟା ଭଲ ନ ତିଲେ। ହେଲେ କୋଚିଂରେ ସେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ଯାହା ଫଳରେ ଘରୋଇ କ୍ରିକେଟରଙ୍କ ସହ ଟିମ୍‌ ଇଣ୍ଡିଆ ଖେଳାଳି ତାଙ୍କୁ ବହୁତ ପସନ୍ଦ କରନ୍ତି। ଏଣୁ ଜନ୍ମଦିନ ଅବସରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା। ଅନେକ ଯୁବ ଘରୋଇ କ୍ରିକେଟର ତାଙ୍କୁ ସ୍ନେହରେ ‘ଭାଇ’ ବୋଲି ଡାକି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

Abhishek Nayar Birthday

ରୋହିତ ୨୦୦୭ରେ ଦିନିକିଆ ଏବଂ ଟି୨୦ ଡେବ୍ୟୁ କରିଥିଲେ। ୨୦୦୭ରେ ସେ ଟି୨୦ ବିଶ୍ୱକପ୍‌ ଜିତିଥିବା ଟିମ୍‌ ଇଣ୍ଡିଆର ଅଂଶ ଥିଲେ। ହେଲେ ରୋହିତ ନିଜର ପାରଦର୍ଶିତାକୁ ଦେଖାଇ ନ ପାରିବାରୁ ୨୦୧୧ ବିଶ୍ୱକପ୍‌ରେ ତାଙ୍କୁ ସାମିଲ କରାଯାଇ ନ ଥିଲା। ଫଳରେ ସେ ନିରାଶ ହୋଇଥିଲେ। ପରେ ଅଭିଷେକ ତାଙ୍କୁ ଟ୍ରେନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri