୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି।

ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ ବିଭାଗ ଅଧୀନରେ ଥିବା ସରକାରୀ ମାଧ୍ୟମିକ ବିଦ୍ୟାଳୟରେ LTR ଶିକ୍ଷକ ନିଯୁକ୍ତି ପାଇବେ। ତେବେ କେଉଁ ତାରିଖରେ ଆବେଦନ କରାଯିବ ସେ ସମ୍ପର୍କିତ କୌଣସି ସୂଚନା ମିଳି ନଥିଲା ବେଳେ ଖୁବଶୀଘ୍ର ଆବେଦନ ପାଇଁ ତାରିଖ ଆସିପାରେ।

ମୋଟ ପଦବୀ: ୬୦୨୫ ଟି ପୋଷ୍ଟ।
ଟିଜିଟି କଳା: ୧୯୮୪ ପୋଷ୍ଟ।

ଟିଜିଟି ବିଜ୍ଞାନ (ପିସିଏମ): ୧୦୨୦ ପୋଷ୍ଟ।

ଟିଜିଟି ବିଜ୍ଞାନ (ସିବିଜେଡ୍): ୮୮୦ ପୋଷ୍ଟ।

ହିନ୍ଦୀ ଶିକ୍ଷକ: ୭୧୧ ପୋଷ୍ଟ।

ଶାସ୍ତ୍ରୀୟ (ସଂସ୍କୃତ) ଶିକ୍ଷକ: ୭୨୯ ଟି ପୋଷ୍ଟ।

ତେଲୁଗୁ ଶିକ୍ଷକ: ୬ ଟି ପୋଷ୍ଟ।

ଉର୍ଦ୍ଦୁ ଶିକ୍ଷକ: ୧୪ ଟି ପୋଷ୍ଟ।

ଶାରୀରିକ ଶିକ୍ଷା ଶିକ୍ଷକ: ୬୮୧ ଟି ପୋଷ୍ଟ।

ବୟସ ସୀମା: ଜାନୁଆରୀ ୧, ୨୦୨୪ ସୁଦ୍ଧା ପ୍ରାର୍ଥୀଙ୍କ ବୟସ ୨୧ ବର୍ଷରୁ ୩୮ ବର୍ଷ ମଧ୍ୟରେ ହେବା ଜରୁରୀ।

ଅନ୍ୟାନ୍ୟ ବିବରଣୀ: ବିଜ୍ଞପ୍ତି ଅନୁଯାୟୀ, ଏହି ବିଜ୍ଞାପନ ସାମୟିକ ଭାବରେ ଏକ ସୂଚନା ଅଟେ। ଶିକ୍ଷାଗତ ଯୋଗ୍ୟତା, ସିଲାବସ୍, ଯୋଜନା ଏବଂ ପରୀକ୍ଷାର ଢାଞ୍ଚା ସମ୍ବନ୍ଧୀୟ ବିବରଣୀଗୁଡିକ ବିସ୍ତୃତ ବିଜ୍ଞାପନରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri