ସବୁଠୁ ବଡ଼ ଦାନବୀର, ରୋଜଗାରର ୭୦ ଭାଗ ଦାନ ଦେଉଥିଲେ ରତନ ଟାଟା

ନୂଆଦିଲ୍ଲୀ,୧୦।୧୦: ଆଉ ନାହାଁନ୍ତି ବିଶିଷ୍ଟ ଶିଳ୍ପପତି ରତନ ନାଭାଲ ଟାଟା । ୮୬ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି । ରତନ ଟାଟା ଜଣେ ପରୋପକାରୀ ଓ ସମାଜସେବୀ ବ୍ୟକ୍ତିତ୍ୱ । ସେ ଉଭୟ ବ୍ୟବସାୟ ଜଗତ ଏବଂ ସାମାଜିକ ସେବାରେ ଏକ ଉଦାହରଣ ପାଲଟିଛନ୍ତି। ତାଙ୍କର ବିପୁଳ ଧନ ସତ୍ତ୍ୱେ ସେ ଟାଟା ଟ୍ରଷ୍ଟ ମାଧ୍ୟମରେ ନିଜର ସରଳ ଜୀବନଶୈଳୀ ଏବଂ ପରରୋପକାର ପାଇଁ ଚର୍ଚ୍ଚାରେ ଥିଲେ। ରତନ ଟାଟାଙ୍କ ଆନୁମାନିକ ନେଟଓ୍ବର୍ଥ ହେଉଛି ୩୬୦୦ କୋଟି। କିନ୍ତୁ ଜାଣିଛନ୍ତି କି ରତନ ଦେଶ ପାଇଁ କେତେ ଦାନ କରୁଥିଲେ?

ଜାମସେଦ ଟାଟାଙ୍କ ପରେ ରତନ ଟାଟା ସବୁଠାରୁ ବଡ ଦାନବୀରଙ୍କ ମଧ୍ୟରୁ ଜଣେ । ଟାଟା ଗ୍ରୁପ୍ର ନେତୃତ୍ୱରେ ଭାରତରେ ସ୍ବାସ୍ଥ୍ୟସେବା ଏବଂ ଶିକ୍ଷାର ଉନ୍ନତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରାଯାଇଛି । ଜାମସେଦଜୀଙ୍କ ପରେ ରତନ ଟାଟା ମଧ୍ୟ ଦାନ କରିବାରେ ପଛରେ ନ ଥିଲେ । କରୋନାରେ ସାରା ଦେଶ ଜୁଝୁ ଥିବାବେଳେ ଗତବର୍ଷ ମାର୍ଚ୍ଚରେ ଟାଟା ଗ୍ରୁପ ଦେଶକୁ ୫୦୦ କୋଟି ଟଙ୍କା ଦାନ କରିଥିଲା । ଯାହା ଭାରତୀୟ ବ୍ୟବସାୟିକ ପରିବାର ଦ୍ବାରା କରାଯାଇଥିବା ସବୁଠାରୁ ବଡ ଦାନ । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ସେ ରୋଜଗାରର ୬୬ ପ୍ରତିଶତ ଦାନ କରିଥାନ୍ତି ।

ରତନ ଟାଟା ତାଙ୍କ ରୋଜଗାରର ୬୦-୭୦% ଦାନ କରିଛନ୍ତି । ରତନ ଟାଟା ଅନେକ ସମୟରେ ଅସହାୟ ଲୋକଙ୍କୁ ଦାନ କରି ମାନବିକତା ଦେଖାଇଛନ୍ତି । ୨୦୧୪ରେ ଆଇଆଇଟି ବମ୍ବେରେ ଗବେଷଣାକୁ ପ୍ରୋତ୍ସାହନ ଦେବା ପାଇଁ ୯୫ କୋଟି ଟଙ୍କା ଦାନ କରିଥିଲେ । ସେ କୋରେଲ ବିଶ୍ୱବିଦ୍ୟାଳୟକୁ ମଧ୍ୟ ୨୮ ମିଲିୟନ ଡଲାର ଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri