Posted inଜାତୀୟ

ଗୁଳିମାଡରେ ଜୀବନ ହାରିଲେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକ

ମୁମ୍ବାଇ,୧୨।୧୦: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପିର ଅଜିତ ପାୱାର ଦଳର ସଦସ୍ୟ ବାବା ସିଦ୍ଦିକଙ୍କ ମୁମ୍ବାଇର ବାନ୍ଦ୍ରାଠାରେ ଗୁଳିମାଡ ପରେ ତାଙ୍କର ମୃତ୍ୟୁ ଘଟିଛି।
ବାନ୍ଦ୍ରା ପୂର୍ବର ବିଧାୟକ ଥିବା ତାଙ୍କ ପୁଅ ଜିଶାନଙ୍କ କାର୍ଯ୍ୟାଳୟରେ ଶନିବାର ରାତି ପ୍ରାୟ ୯:୩୦ ସମୟରେ ସିଦ୍ଦିକଙ୍କ ଉପରେ ତିନି ରାଉଣ୍ଡ ଗୁଳିମାଡ ହୋଇଥିଲା। ଘଟଣାରେ ଜଡିତ  ଦୁଇ ଜଣଙ୍କୁ ଗିରଫ କରାଯାଇଛି।
ଗୁଲିମାଡ ପରେ ସିଦ୍ଦିକଙ୍କୁ ତୁରନ୍ତ ଲିଳାବତି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ଖବର ଅନୁଯାୟୀ ଗୋଟିଏ ଗୁଳି ତାଙ୍କ ଛାତିରେ ବାଜିଥିଲା।

ବାନ୍ଦ୍ରା ପଶ୍ଚିମରୁ ତିନିଥର ବିଧାୟକ ଥିବା ସିଦ୍ଦିକ ୪୮ ବର୍ଷ ଧରି କଂଗ୍ରେସ ଦଳରେ ଥିଲେ ଏବଂ ଫେବୃଆରୀରେ ଦଳ ଛାଡି ଅଜିତ ପାୱାରଙ୍କ ଏନସିପିରେ ଯୋଗ ଦେଇଥିଲେ। ଅଗଷ୍ଟରେ ଜିଶାନ ସିଦ୍ଦିକଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri