Posted inଜାତୀୟ

ଆପଣଙ୍କ କଥା କିଏ ଶୁଣୁଛି…ମୋଦି? ମୋହନ ଭାଗବତଙ୍କ ଭାଷଣକୁ ନେଇ ପ୍ରତିକ୍ରିୟା ରଖିଲେ ସିବଲ

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରୀୟ ସ୍ବୟଂସେବକ ସଂଗଠନ (ଆରଏସଏସ) ମୁଖ୍ୟ ମୋହନ ଭାଗବତ ଶନିବାର (୧୨ ଅକ୍ଟୋବର ୨୦୨୪) ବିଜୟାଦଶମୀ ବିଷୟରେ ଭାଷଣ ଦେଇଥିଲେ, ଯାହା ଉପରେ ଦେଶରେ ରାଜନୀତି ଉଷ୍ମ ହୋଇଛି। ଏହାକୁ ନେଇ ଏବେ ନିଜର ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ସଭା ଏମପି କପିଲ ସିବଲ। ମୋହନ ଭାଗବତଙ୍କ ବିଜୟାଦଶମୀ ଭାଷଣରେ ସେ ସାମାଜିକ ତଥା ସାଂସ୍କୃତିକ ସମନ୍ବୟ ଉପରେ ଗୁରୁତ୍ୱାରୋପ କରିଥିଲେ।
ରାଜ୍ୟ ସଭା ଏମପି କପିଲ ସିବଲ ଏକ୍ସରେ ପୋଷ୍ଟ କରିଛନ୍ତି, ବିଜୟାଦଶମୀ ଉପରେ ମୋହନ ଭାଗବତଙ୍କ ବାର୍ତ୍ତା। ସମସ୍ତ ପ୍ରକାରର ଲୋକଙ୍କ ମଧ୍ୟରେ ବନ୍ଧୁତା ରଖିବା ଉଚିତ। ଭାଷା ବିବିଧ ହୋଇପାରେ, ସଂସ୍କୃତି ବିବିଧ ହୋଇପାରେ, ଖାଦ୍ୟ ବିବିଧ ହୋଇପାରେ କିନ୍ତୁ ବନ୍ଧୁତା, ଏହା ଏକାଠି ହେବା ଉଚିତ ଆଉ କିଏ ସେମାନଙ୍କ କଥା ଶୁଣୁଛନ୍ତି?
ନାଗପୁରରେ ଆୟୋଜିତ ଦଶହରା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଗଠନର ମୁଖ୍ୟ ମୋହନ ଭାଗବତ ସାମାଜିକ ବିକାଶରେ ସହଯୋଗ କରିଥିବା ମହାନ ବ୍ୟକ୍ତିତ୍ୱଙ୍କୁ ମନେ ପକାଇଥିଲେ। ଅହିଲ୍ୟବାଇ ହୋଲକର ଏବଂ ଦୟାନନ୍ଦ ସରସ୍ବତୀଙ୍କ ବିଷୟରେ ସେ କହିଛନ୍ତି ଯେ ଏହି ଲୋକମାନେ ସମାଜର ବିକାଶରେ ସେମାନଙ୍କର ଅମୂଲ୍ୟ ଅବଦାନ ଦେଇ ଆମ ସମସ୍ତଙ୍କ ଜୀବନରେ ଏକ ଗଭୀର ପ୍ରଭାବ ପକାଇଛନ୍ତି, ଯାହା ଆମ ପାଇଁ ଏକ ଆଦର୍ଶ ଅଟେ। ବର୍ତ୍ତମାନ ସେମାନଙ୍କର ଆଦର୍ଶକୁ ଆଗାମୀ ପଢି ନିକଟରେ ପହଞ୍ଚାଇବା ଆମର ମୌଳିକ କର୍ତ୍ତବ୍ୟ। ଭାଗବତ କହିଛନ୍ତି, ସାମାଜିକ ସୌହାର୍ଦ୍ଦ୍ୟ ଏବଂ ଏକତା ପାଇଁ ଜାତି ଏବଂ ଧର୍ମଠାରୁ ଉର୍ଦ୍ଧ୍ୱରେ ରହି ବ୍ୟକ୍ତିବିଶେଷ ଏବଂ ପରିବାର ମଧ୍ୟରେ ବନ୍ଧୁତା ରହିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri