ଜୟନାରାୟଣଙ୍କ ବିସ୍ଫୋରକ ବୟାନ୍‌: ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ,ଯୋଗାଯୋଗରେ ଅଛନ୍ତି…

ଭୁବନେଶ୍ୱର,୧୮।୧୦: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ଶୁକ୍ରବାର ଏକ ଭବିଷ୍ୟବାଣୀ କରିଛନ୍ତି। ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ବିଜେଡିର ଆୟୁଷ ଖୁବ୍‌ କମ ଦିନ। ବିଜେଡିର ବହୁ ନେତା ଭାଜପା ଯୋଗାଯୋଗରେ ଅଛନ୍ତି। ପ୍ରଥମେ ଦୁର୍ନୀତିମୁକ୍ତଙ୍କ କଥା ବିଚାର କରାଯାଇ ଦଳରେ ନିଆଯିବ। ବିଜେଡି ପାଖରେ ଆଉ ନେତୃତ୍ୱ ନାହିଁ। ନେତାଙ୍କୁ ଚାକର ଭଳି ରଖିଥିଲେ, ଏବେ ରିଭେଂଜ ମୁଡ୍‌କୁ ଆସିଯାଇଛନ୍ତି। ନେତାମାନେ ଦଜରି ପକାଇବା, ଟେଣ୍ଟ ଗାତ ଖୋଳିବା, ଚେୟାର ବୋହିଲେ ଭଳି କାର୍ଯ୍ୟ କରିଛନ୍ତି ବୋଲି ଜୟନାରାୟଣ କହିଛନ୍ତି।
ସୂଚନାଯୋଗ୍ୟ, ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ଦଳରେ ଥିବା ଓ ଅନ୍ୟ ଦଳକୁ ଯାଇଥିବା ବରିଷ୍ଠ ନେତାମାନେ ଜଣକ ପରେ ଜଣେ ବୟାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜବ ପରମ୍ପରା:ପ୍ରେମ କରୁଥିଲେ ଏମିତି ଜଣାନ୍ତି….

ବେଜିଂ:ସାରା ବିଶ୍ୱରେ ପ୍ରେମ ପ୍ରକାଶର ଉପାୟ ପ୍ରାୟତଃ ଭିନ୍ନ। କିଏ ଫୁଲ ଦେଇ ପ୍ରପୋଜ୍‌ କରନ୍ତି ତ ଆଉ କିଏ ପ୍ରେମପତ୍ର ଦିଅନ୍ତି। ଆଉ କେହି...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ଗୁମର ଖୋଲିଦେଲେ ତାନ୍ୟା: ବିଗ୍‌ ବସ୍‌ରୁ ଆସିବା ପରେ….

ମୁମ୍ବାଇ:ଶେଷ ହୋଇଛି ‘ବିଗ୍‌ ବସ୍‌ ୧୯’। ଏହି ଶୋ’ରେ ସବୁଠୁ ଚର୍ଚ୍ଚାରେ ଥିବା ଆଧ୍ୟାତ୍ମିକ କଣ୍ଟେଣ୍ଟ କ୍ରିଏଟର ତାନ୍ୟା ମିତ୍ତଲଙ୍କୁ ଚତୁର୍ଥ ସ୍ଥାନରେ ସନ୍ତୁଷ୍ଟ ହେବାକୁ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ

ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri