ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା। ସେ ୪୭ ନମ୍ବର ସ୍ଥାନ ରଖି କୃତକାର୍ଯ୍ୟ ହୋଇଛନ୍ତି । ଜୁନାଗଡ଼ ସହର ମଧ୍ୟମପଡାର ଜଗନ୍ନାଥ ଦଣ୍ଡସେନା ଓ ଶାନ୍ତି ଦଣ୍ଡସେନାଙ୍କ ପୁଅ ଅଟନ୍ତି ଲଲାଟେନ୍ଦୁ। ଏହି ସଫଳତା ପାଇଁ ତାଙ୍କୁ ଅନେକ ଲୋକ ଶୁଭେଚ୍ଛା ଜ୍ଞାପନ କରୁଛନ୍ତି।

ସୂଚନା ଯୋଗ୍ୟ, ଓଏଏସ୍‌ ପରୀକ୍ଷାରେ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର ହୋଇଥିବା ବେଳେ ପ୍ରିଙ୍କିଲ ପରବୀନ ପରିଡ଼ା ଦ୍ୱିତୀୟ ଏବଂ ଦୀପ୍ତିରଞ୍ଜନ ପତି ତୃତୀୟ ସ୍ଥାନରେ ରହିଛନ୍ତି।

ସେହିପରି ୪ର୍ଥ ସ୍ଥାନରେ ପ୍ରଜ୍ଞା ପାରଙ୍ଗମ ରହିଥିବା ବେଳେ ୫ମ ସ୍ଥାନରେ ଆଜାଦ ସାହୁ, ୬ଷ୍ଠ ସ୍ଥାନରେ ଦୀପମ ରାଉତ, ୭ମ ସ୍ଥାନରେ ଦେବଦ୍ରତ ଗୌଡ଼,୮ମ ସ୍ଥାନରେ ଆଦିତ୍ୟ ଦୀପଙ୍କର ରାଉତ, ନବମ ସ୍ଥାନରେ କପିଳ କୁମାର ମହାନ୍ତି ରହିଥିବା ବେଳେ ୧୦ମ ସ୍ଥାନରେ ଅମ୍ରିତା ସାହୁ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri