ନୂଆଦିଲ୍ଲୀ,୨୩।୧୦: ଚଳିତ ପାର୍ବଣ ଋତୁରେ ପ୍ରତ୍ୟେକ ଅବସରକୁ ସ୍ବତନ୍ତ୍ର କରିବା ପାଇଁ ଗ୍ରାହକମାନେ ଆମାଜନ ଡଟ୍ ଇନ୍ର ଫେଷ୍ଟିଭ ଗିଫ୍ଟିଙ୍ଗ ଷ୍ଟୋରକୁ ଅନ୍ବେଷଣ କରିପାରିବେ। ଏପରିକି ପ୍ରତି କ୍ରୟ ଉପରେ ୨୦୦ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍ବ୍ୟାକ୍ ସହ ଫେଷ୍ଟିଭ ଗିଫ୍ଟିଙ୍ଗରେ ୫୦% ପର୍ଯ୍ୟନ୍ତ ରିହାତି ପାଇପାରିବେ। ସେହିଭଳି ଜଣେ ଗ୍ରାହକ ସିଜନର ସମସ୍ତ ଟପ୍ ଫେଷ୍ଟିଭ ଗିଫ୍ଟିଂ ଉପରେ କୁପନ ସବ୍ସ୍କ୍ରିପଶନ ସହ ଅତିରିକ୍ତ ୧୦%ର ରିହାତି ପାଇବେ। ବିଶେଷକରି ଫୁଲ୍, ୪୭୦୦ବିସି, ଇଟ୍ ବେଟର କୋ, ଗେଣ୍ଡା ଫୁଲ୍, ଗୋ ଦେଶୀ ଭଳି ପ୍ରିମିୟମ ବ୍ରାଣ୍ଡ୍ଗୁଡିକର ବିସ୍ତୃତ ଚୟନ ଉପରେ ଏହି ଅଫରଗୁଡିକ ଉପଲବ୍ଧ ରହିଛି, ଫେଷ୍ଟିଭ ଗିଫ୍ଟିଂ ଷ୍ଟୋର ସହ ଗ୍ରାହକମାନେ ଦ୍ରୁତ ଓ ନିର୍ଭରଯୋଗ୍ୟ ଡେଲିଭରି ମଧ୍ୟ ଉପଭୋଗ କରିପାରିବେ। ସେହିପରି ପାର୍ବଣ ସମୟରେ ଆମାଜନର ଫେଷ୍ଟିଭ ଗିଫ୍ଟିଂ ଷ୍ଟୋରରେ ଆନନ୍ଦ ରୟାଲ ଆସର୍ଟେଡ ସ୍ବିଟ୍ସ ଫେଷ୍ଟିଭ ଗିଫ୍ଟ ପ୍ୟାକ୍, କ୍ୟାଡ୍ବରି ସେଲିବ୍ରେଶନ୍ସ ପ୍ରିମିୟମ ସିଲେକ୍ସନ ଚକୋଲେଟ୍ସ ଗିଫ୍ଟ ପ୍ୟାକ୍, ବ୍ଲୁ ଟୋକାଇ କଫି ରୋଷ୍ଟର୍ସ ଫେଷ୍ଟିଭ ବକ୍ସ ଅଫ୍ ଜୟ ଗିଫ୍ଟ ହାମ୍ପର, ନଟ୍ରାଜ ଦିୱାଲି ଡ୍ରାଏଫ୍ରୁଟ୍ସ ଗିଫ୍ଟ ବକ୍ସ ଭଳି ଉପହାର ସୁଲଭ ମୂଲ୍ୟରେ ଉପଲବ୍ଧ ହେଉଛି।
ଉଲ୍ଲେଖଯୋଗ୍ୟ, ପର୍ସନାଲ ଓ ବେବି କେୟାର ଏସେନ୍ସିଆଲ୍ସ ବର୍ଗରେ ହିମାଳୟା ବେବି ବାସ୍କେଟ ଗିଫ୍ଟ ପ୍ୟାକ୍, ଜିଲେଟ ଫ୍ଲେକ୍ସବଲ ପ୍ରୋ ଗ୍ଲାଇଡ ଗିଫ୍ଟ ପ୍ୟାକ୍, ବମ୍ବେ ସେଭିଙ୍ଗ କମ୍ପାନୀ ଆଣ୍ଡ ଗ୍ରୁମିଂ କିଟ୍ ଫର୍ ମେନ୍, ସେଟାଫିଲ ବେବି ଗିଫ୍ଟ ପ୍ୟାକ୍ସ ୱିଥ ସଫ୍ଟ ଟୟ ଭଳି ଗିଫ୍ଟ ଆକର୍ଷଣୀୟ ରିହାତି ସହ ଉପଲବ୍ଧ ରହିଛି।
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
Archives


