ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା। ୩୦ଲକ୍ଷ ଟଙ୍କାର ଅଫିମ ଗଛ ନଷ୍ଟ…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ ବିଶ୍ବଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ ମାତ୍ର ମୁଁ ଜାଣି ନ ଥିଲି।…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ ୧୩ରୁ ଅଧିକ ଆହତ ହୋଇଛନ୍ତି। ଶନିବାର…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଘଟଣା ପଛର କାରଣ ଆଶ୍ଚର୍ଯ୍ୟଜନକ ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ ଗୋବରୀ ନଦୀ କଂସାର ଗ୍ରାମ ସଂଲଗ୍ନ…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ ନ ଥିଲେ… ପ୍ରେମିକ କହିବା ମାତ୍ରେ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଏକାଠି କାମ କରିବେ।…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର ଚାଲିଛି। ସୋମବାର ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ଓହ୍ଲାଇ ପୂର୍ବାହ୍ନ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ବାଗତ କରିଥିଲେ।…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ କହିଛନ୍ତି ଯେ ଖବରକାଗଜର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ କଠିନ ନିଷ୍ପତ୍ତି ନେବାକୁ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ଏହା ୟୁକେ, ଆମେରିକା ଏବଂ ୟୁରୋପୀୟ ସଂଘ ସମେତ ବିଭିନ୍ନ ଦେଶ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ ଆହତ ହୋଇଛନ୍ତି। ମସ୍କୋରେ ଥିବା ଭାରତୀୟ ଦୂତାବାସ ଶନିବାର ବିଳମ୍ବିତ ରାତିରେ ଏହି…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ହେଲେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟିଂ ଯୋଗୁ ଆମେରିକାକୁ ୧୬୨ ରନ୍‌ର ଟାର୍ଗେଟ୍‌…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ ଦେଲେ ପୀତାମ୍ବର। ସେ କହିଛନ୍ତି, ମୁହଁ ଖୋଲିବା ପୂର୍ବରୁ ଆତ୍ମସମୀକ୍ଷା କରିବା ଉଚିତ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା, ସୁରକ୍ଷା, ଅର୍ଥନୀତି ଏବଂ ନବସୃଜନ ଭଳି ପ୍ରମୁଖ କ୍ଷେତ୍ରରେ ମାଲେସିଆ ସହିତ ସହଯୋଗକୁ…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ ଆହକୁ ଆଉ ନିର୍ବାଚନ ନଲଢ଼ି ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri