ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଓମ୍‌ ବିର୍ଲାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।

ଓମ୍‌ ବିର୍ଲା କିଟ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri