ପାକିସ୍ତାନ ଉପରେ ରାଗି ନିଆଁବାଣ ଚାଇନା, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ…

ବେଜିଂ,୩୦।୧୦: କେବଳ କଥାରେ ପାକିସ୍ତାନ-ଚାଇନା ବନ୍ଧୁ, ହେଲେ ଉଭୟଙ୍କର ବନ୍ଧୁତା କେବଳ ପରସ୍ପରଠାରୁ ଲାଭ ପାଇବା। ଭାରତ ବିରୋଧୀ ଏଜେଣ୍ଡା ହେଉଛି ଏହି ଦୁଇ ଦେଶ ମଧ୍ୟରେ ବନ୍ଧୁତାର ବଡ଼ କାରଣ। ପାକିସ୍ତାନ ଭାରତ ବିରୋଧରେ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ବେଳେ ଚାଇନା ଏହାକୁ ସମ୍ପୂର୍ଣ୍ଣ ସମର୍ଥନ କରୁଛି। ହେଲେ ଏବେ ପାକିସ୍ତାନର ଆତଙ୍କବାଦ ଚାଇନାକୁ କ୍ଷତି ପହଞ୍ଚାଉଥିବାରୁ ଡ୍ରାଗନ୍‌ ରାଗରେ ନିଆଁବାଣ ହୋଇଛି। ପାକିସ୍ତାନରେ ବୃଦ୍ଧି ପାଉଥିବା ଆତଙ୍କବାଦୀ ଘଟଣାକୁ ଚାଇନା କଡ଼ା ସମାଲୋଚନା କରିଛି।

ଗତ ୬ ମାସ ମଧ୍ୟରେ ପାକିସ୍ତାନରେ ଚାଇନା ଅଧିକାରୀଙ୍କୁ ଟାର୍ଗେଟ କରି ୨ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣକୁ ନେଇ ଚାଇନାର ରାଷ୍ଟ୍ରଦୂତ ଜେଡୋଙ୍ଗ ପାକିସ୍ତାନ ସରକାରଙ୍କ ନିକଟରେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ଚାଇନା ବିରୋଧୀ ଆତଙ୍କବାଦୀ ସଂଗଠନ ମାମଲାରେ ଶାହାବାଜ ସରକାରଙ୍କୁ ନିର୍ଣ୍ଣାୟକ ପଦକ୍ଷେପ ନେବାକୁ କହିଛନ୍ତି।

ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଖୁବଶୀଘ୍ର ପାକିସ୍ତାନ ଗସ୍ତ କରିବାକୁ ଯାଉଛନ୍ତି। ଏଣୁ ସୁରକ୍ଷା ପ୍ରସଙ୍ଗରେ ଚାଇନାର ଚିନ୍ତା ବଢ଼ିଛି। ଏହା ପୂର୍ବରୁ ମାର୍ଚ୍ଚରେ ଏବଂ ଏବେ ଅକ୍ଟୋବର ପ୍ରଥମ ସପ୍ତାହରେ ଚାଇନା ଅଧିକାରୀଙ୍କୁ ଟାର୍ଗେଟ କରି ୨ଟି ଆତଙ୍କବାଦୀ ଆକ୍ରମଣ କରାଯାଇଥିଲା। ଏହାକୁ ନେଇ ଚାଇନା ନାଗରିକ, ଅନୁଷ୍ଠାନ ଏବଂ ପ୍ରକଳ୍ପଗୁଡ଼ିକର ସୁରକ୍ଷା ଲାଗି ମଜଭୂତ ଉପାୟ ପାକିସ୍ତାନ କରିବ ବୋଲି ଆଶା ଥିବା ରାଷ୍ଟ୍ରଦୂତ ଜିଆଙ୍ଗ କହିଛନ୍ତି।

ଜିଆଙ୍ଗ କହିଛନ୍ତି, ଚାଇନା ରାଷ୍ଟ୍ରପତି ଦେଶର ନାଗରିକଙ୍କ ସୁରକ୍ଷା ଏବଂ ଜୀବନକୁ ପ୍ରାଧାନ୍ୟ ଦେଇଥାନ୍ତି। ସେ ପାକିସ୍ତାନରେ ଥିବା ନାଗରିକଙ୍କୁ ନେଇ ଚିନ୍ତିତ।


Enter your email to get our daily news in your inbox.

All Right Reserved By Dharitri.Com

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri