ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି କରି ରାଉରକେଲା ପୌରପାଳିକାର ପୂର୍ବତନ ବହୁମୁଖୀ…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ ହୋଇଥିଲା। ଏଥିରେ ଅନାମିକା କ୍ଲବ ଚାମ୍ପିୟନ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ଲୁହା ଖୁଣ୍ଟ ଓ ତାରବାଡ଼ ଚୋରି…

ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ । ଏହିପରି ଦୃଶ୍ୟ ପୁଣି କୋରାପୁଟ ଜିଲାର…

ସ୍ବାସ୍ଥ୍ୟସେବାରେ ଅବଦାନ ପାଇଁ ପୁରସ୍କୃତ ହେଲେ କର୍ମଚାରୀ

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ଏବଂ ଜନ ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସ୍ବାସ୍ଥ୍ୟ…

ଚାଇନାର ବଡ଼ କାର୍ଯ୍ୟାନୁଷ୍ଠାନ: ‘ମିଙ୍ଗ୍ ଫ୍ୟାମିଲି’ର ୧୧ ଜଣଙ୍କୁ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ,୨୯।୧: ଅନଲାଇନ୍ ସ୍କାମ୍ ସିଣ୍ଡିକେଟକୁ ବଡ ଝଟକା ଦେଲେ ଚାଇନା ସରକାର । ମ୍ୟାନ୍‌ମାରରେ ଚାଲିଥିବା ବିଶ୍ୱସ୍ତରୀୟ ଏହି ଅପରାଧିକ ସିଣ୍ଡିକେଟ୍ ବିରୋଧରେ ଚାଇନା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଲିୟନ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ ଉଭୟଙ୍କ ମଧ୍ୟରେ ହୋଇଛି ଆଲୋଚନା। ଏହି ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାର ଦୀର୍ଘକାଳୀନ ବିକାଶ…

ଭାରତୀୟ ସେନା ପାଇଁ ‘ସୁରକ୍ଷା କବଚ’: ହୃଦଘାତ ପୂର୍ବରୁ ସତର୍କ କରାଇବ ସ୍ବଦେଶୀ ଚିପ୍

ନୂଆଦିଲ୍ଲୀ,୨୯।୧: ଭାରତୀୟ ସେନା ପାଇଁ ଏକ ଚମତ୍କାରୀ ଚିପ୍ ବିକଶିତ କରିଛି DRDO। ଦିଲ୍ଲୀର ମିରାଣ୍ଡା ହାଉସ କଲେଜ ଏବଂ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO) ର ମିଳିତ ସହଯୋଗରେ ଏକ ସ୍ୱଦେଶୀ ବାୟୋଲୋଜିକାଲ ଚିପ୍ ବିକଶିତ କରାଯାଇଛି।…

ଭୁବନେଶ୍ୱରରେ ଡେଲିଭରି ବୟଙ୍କୁ ମାରି ଫିଙ୍ଗିଦେଲେ ! ବିଲ ଭିତରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୯।୧(ତ୍ରିନାଥ ମହାନ୍ତି): ମଞ୍ଚେଶର ଥାନା ଅନ୍ତର୍ଗତ ପାଣ୍ଡରା ନିକଟରେ ଥିବା ବିଲ ମଝିର ଏକ ପାଚେରୀ କଡ଼ରୁ ଜଣେ ଡେଲିଭରୀ ବଏଙ୍କ ସନ୍ଦେହ ଜନକ ମୃତଦେହ ଜବତ ହୋଇଛି। ବେକରେ ଗାମୁଛା ବନ୍ଧା ହୋଇ ଏକ ଗଛରେ ଝୁଲୁଥିବାର ଦେଖିବାକୁ ମିଳିଛି।…

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ ସ୍ୱାମୀ ଡମ୍ବେଲ୍‌ରେ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା ସନ୍ଦେହଜନକ ନଗଦ ଅର୍ଥ ଜବତ କରାଯାଇଛି। ହେପାଟୋଲୋଜି ବିଭାଗର…

‘ଡିଜିଟାଲ୍ ନିଶା’ରେ ଭାରତୀୟ ଯୁବପିଢ଼ି: ଚିନ୍ତା ପ୍ରକଟ କଲେ ସରକାର

ନୂଆଦିଲ୍ଲୀ,୨୯।୧: ଦିନକୁ ଦିନ ଭାରତୀୟ ଯୁବପିଢ଼ିଙ୍କ ଡିଜିଟାଲ ନିଶା ବଢ଼ିବାରେ ଲାଗିଛି। ସଂସଦରେ ଉପସ୍ଥାପିତ ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ଏହି ଧାରାକୁ ‘ଉଦ୍‌ବେଗଜନକ’ ବୋଲି ଦର୍ଶାଯାଇଛି। ବିଶେଷ କରି ଶିଶୁ ଏବଂ କିଶୋରମାନଙ୍କ ମଧ୍ୟରେ ଦ୍ରୁତ ଗତିରେ ବଢୁଥିବା ଡିଜିଟାଲ୍…

ଭାରତରେ ନୂଆ ମାଇଲଖୁଣ୍ଟ ଅତିକ୍ରମ କଲା ଡିଜିଟାଲ୍ ବିପ୍ଳବ: ୬୧% ବ୍ୟବହାରକାରୀ ଦେଖୁଛନ୍ତି ସର୍ଟ-ଭିଡିଓ

ନୂଆଦିଲ୍ଲୀ,୨୯।୧: ଭାରତରେ ଡିଜିଟାଲ୍ ବିପ୍ଳବ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ‘ଇଣ୍ଟରନେଟ୍ ଆଣ୍ଡ ମୋବାଇଲ୍ ଆସୋସିଏସନ୍ ଅଫ୍ ଇଣ୍ଡିଆ’ (IAMAI) ରିପୋର୍ଟ ଅନୁଯାୟୀ, ୨୦୨୫ ସୁଦ୍ଧା ଭାରତରେ ସକ୍ରିୟ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ୯୫ କୋଟି ଟପିଛି। ଭାରତର ମୋଟ…

ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ, ସିଜେଆଇ କହିଲେ…

ନୂଆଦିଲ୍ଲୀ,୨୯ା୧: ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍‌ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ  ମନ୍ତବ୍ୟ ଦେଇଥିଲେ ଯେ, ଆମକୁ ଏକ ଜାତିହୀନ ସମାଜ ଆଡ଼ିକୁ…

Economic Survey 2026: ବଜେଟ୍ ପୂର୍ବରୁ ଖୁସିଖବର, ଜିଡିପି ଅଭିବୃଦ୍ଧି…

ନୂଆଦିଲ୍ଲୀ,୨୯।୧: କେନ୍ଦ୍ରୀୟ ବଜେଟ ପୂର୍ବରୁ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ଦଲିଲ୍ ସ୍ପଷ୍ଟ ଭାବରେ ସୂଚିତ କରୁଛି ଯେ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ସତ୍ତ୍ୱେ ଭାରତର ଅଭିବୃଦ୍ଧି…

‘Reform, Perform, and Transform…’ ବଜେଟ ପୂର୍ବରୁ ଦେଶକୁ କି ବାର୍ତ୍ତା ଦେଲେ ମୋଦି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୨୯।୧: ଦେଶର ରାଜନୈତିକ ଏବଂ ଅର୍ଥନୈତିକ ଦିଗ ନିର୍ଣ୍ଣୟ କରୁଥିବା ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ, ପ୍ରମୁଖ ଅର୍ଥନୈତିକ ନିଷ୍ପତ୍ତି ଏବଂ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ଉଷ୍ମ ବିତର୍କ ହେବ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri