୧ ନଂ ଭୂତଳ ମାର୍କେଟ୍‌ରେ ଭୟଙ୍କର ନିଆଁ: ଜଳିଗଲା ଏକାଧିକ ଦୋକାନ

ଭୁବନେଶ୍ୱର,୧ା୧୧: ରାଜଧାନୀ ଭୁବନେଶ୍ୱରସ୍ଥିତ ୧ ନଂ ଭୂତଳ ମାର୍କେଟ୍‌ରେ ଗୁରୁବାର ବିଳମ୍ବିତ ରାତିରେ ନିଆଁ ଲାଗି ଏକାଧିକ କପଡ଼ା ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୪/୫ ଘଣ୍ଟା ପରିଶ୍ରମ କରିବା ପରେ ଏହି ନିଆଁ ଆୟତ୍ତକୁ ଆସିଛି।

ତେବେ ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ମାତ୍ର ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ଛାରଖାର ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେଶନ (ବିଏମ୍‌ସି) ମେୟର ସୁଲୋଚାନା ଦାସ କହିଛନ୍ତି, ନିଆଁକୁ ନିୟନ୍ତ୍ରଣକୁ ଅଣାଯାଇଥିଲା। ନଚେତ୍‌ ଏହା ଏକ ବଡ଼ ଅଘଟଣ ପାଲଟିଥାନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri