ବଲାଙ୍ଗୀର ନୂଆ ସର୍କିଟ ହାଉସ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ବଲାଙ୍ଗୀର,୨।୧୧: (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ନବନିର୍ମତ ଦୁଇ ମହଲା କୋଠା ବିଶିଷ୍ଟ ସର୍କିଟ ହାଉସକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର  ଉଦ୍‌ଘାଟନ କରିଛନ୍ତି । ୮ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ଏହି ନୂଆ ସର୍କିଟ ହାଉସ ନିର୍ମଣ କରାଯାଇଛି। ଏହି ଉଦଘାଟନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ, ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟସଭା ଏମ୍‌ପି ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ କଳିିକେଶ ନାରାୟଣ ସିଂଦେଓ, ବୀରମହାରାଜପୁର ରଘୁନାଥ ଜଗଦଲା, ଉତ୍ତରାଞ୍ଚଳ ଆଇଜି ହିମାଂଶୁ କୁମାର ଲାଲ, ଜିଲାପାଳ ଗୈାରବ ଶିଓ୍ବାଜୀ ଇସଲଓ୍ବାର, ଏସ୍‌ପି ଋଷିକେଶ ଡାନଦେଓ ଖିଲାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟିଲ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୭ ଶ୍ରମିକଙ୍କ ମୃତ୍ୟୁ

ରାୟପୁର, ୨୨।୧:  ଛତିଶଗଡ଼ର ବଲୋଦା ବଜାର ଜିଲାରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି, ଯାହା ଫଳରେ ସାତ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି ।...

ଶ୍ରୀମନ୍ଦିର ଉପରେ ଉଡ଼ାଉଥିଲେ ଡ୍ରୋନ୍‌, ଅଭିଯୁକ୍ତଙ୍କୁ ପୋଲିସ କାବୁ କରି…

ପୁରୀ,୨୨ା୧(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାରେ ବାରମ୍ବାର ତ୍ରୁଟି ଦେଖିବାକୁ ମିଳୁଛି। କିଛି ଦିନ ବ୍ୟବଧାନରେ ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ ଡ୍ରୋନ୍‌ ଉଡୁଥିବା ଦେଖିବାକୁ ମିଳୁଛି। ତେବେ...

ଭାଜପା ବିଧାୟକଙ୍କ ଦ୍ୱିତୀୟ ବିବାହକୁ ନେଇ ଉଠିଲା ବିବାଦ: ପ୍ରଥମ ସ୍ତ୍ରୀ କଲେ…

କୋକାତା,୨୨।୧: ପଶ୍ଚିମବଙ୍ଗର ଖଡ଼ଗପୁର ସଦରର ଭାଜପା ବିଧାୟକ ଏବଂ ପ୍ରସିଦ୍ଧ ଅଭିନେତା ହିରନ ଚାଟାର୍ଜୀ ତାଙ୍କ ଦ୍ୱିତୀୟ ବିବାହକୁ ନେଇ ଆଇନଗତ ସମସ୍ୟାରେ ଫସିଥିବା ଜଣାପଡ଼ିଛି।...

ବଂଶଧାରା ବସନ୍ତ ମହୋତ୍ସବକୁ ନେଇ ସାର୍ବଜନିକ ଅଭିଯୋଗ, ଅନୁମତି ବିନା…

ଗୁଣୁପୁର,୨୨।୧(ସଂକେତ ପାତ୍ର ): ଗୁଣୁପୁର ନବ ନିର୍ମାଣ ସମିତି ପକ୍ଷରୁ ପ୍ରତିବର୍ଷ ଆୟୋଜିତ “ବଂଶଧାରା ବସନ୍ତ ମହୋତ୍ସବ” କାର୍ଯ୍ୟକ୍ରମକୁ ନେଇ ଅଭିଯୋଗ ସାମ୍ନାକୁ ଆସିଛି ।...

1984 Anti-Sikh Riots: ଶିଖ ବିରୋଧୀ ଦଙ୍ଗା ମାମଲାରେ ପୂର୍ବତନ କଂଗ୍ରେସ ଏମପି ସଜ୍ଜନ କୁମାରଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୨।୧: ରାଜଧାନୀ ଦିଲ୍ଲୀରେ ୧୯୮୪ ମସିହାରେ ହୋଇଥିବା ଶିଖ ବିରୋଧୀ ଦଙ୍ଗା ସହିତ ଜଡିତ ଏକ ମାମଲାରେ କଂଗ୍ରେସ ଏମପି ସଜ୍ଜନ କୁମାରଙ୍କୁ ଆଜି (ଜାନୁଆରୀ...

୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ୧ ମାସର ଦରମା ବନ୍ଦ, ଜାଣନ୍ତୁ କାହିଁକି ଏଭଳି କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ପୁରୀ,୨୨।୧( ଅଜିତ୍‌ କୁମାର ମହାନ୍ତି): ଆକ୍ସନ ମୋଡରେ ଜିଲା ଶିକ୍ଷାଧିକାରୀ। ପୁରୀ ଜିଲାର ୭୨ ଜଣ ପ୍ରଧାନଶିକ୍ଷକ,ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ...

ଗଣତନ୍ତ୍ର ଦିବସରେ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା! ଟାର୍ଗେଟରେ ରାଜଧାନୀ ସମେତ ରାମ ମନ୍ଦିର, ଆଲର୍ଟରେ ଏଜେନ୍ସି

ନୂଆଦିଲ୍ଲୀ,୨୨।୧: ଗଣତନ୍ତ୍ର ଦିବସ (ଜାନୁଆରୀ ୨୬) ରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହେବାର ସମ୍ଭାବନା ଥିବାରୁ ଭାରତର ବିଭିନ୍ନ ସହରରେ ସତର୍କତା ଜାରି କରାଯାଇଛି।...

ରେଳଯାତ୍ରୀଙ୍କୁ Indian Railwayର ବଡ଼ ଉପହାର! ଏହାର ଦାମ୍‌ କମାଇଲା…         

ନୂଆଦିଲ୍ଲୀ,୨୨।୧: ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଏକ ଛୋଟ କିନ୍ତୁ ମହତ୍ତ୍ୱପୂର୍ଣ୍ଣ ଉପହାର ଦେଇଛି। ଏବେ ଟ୍ରେନ ଓ ରେଳଷ୍ଟେଶନରେ ମିଳୁଥିବା ପ୍ୟାକେଜ୍ଡ ପାଣି ବୋତଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri