Posted inଜାତୀୟ

ପ୍ରଦୂଷଣଜନିତ ରୋଗରେ ଦିଲ୍ଲୀର ୬୯% ପରିବାର

ନୂଆଦିଲ୍ଲୀ, ୩।୧୧: ଦୀପାବଳି ଯୋଗୁ ଦିଲ୍ଲୀ-ଏନ୍‌ସିଆର୍‌ରେ ବାୟୁ ମାନ ହ୍ରାସ ପାଇଛି। ଫଳରେ ଲୋକଙ୍କ ଶ୍ୱାସକ୍ରିୟାଜନିତ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଡିଜିଟାଲ ପ୍ଲାଟ୍‌ଫର୍ମ ଲୋକାଲ ସର୍କଲ୍ସ ପକ୍ଷରୁ କରାଯାଇଥିବା ସର୍ଭେ ଅନୁଯାୟୀ, ଦିଲ୍ଲୀ-ଏନ୍‌ସିଆର୍‌ ଅଞ୍ଚଳରେ ରହୁଥିବା ୬୯% ପରିବାରର ଜଣେ କିମ୍ବା ଏକାଧିକ ସଦସ୍ୟ ଗଳା ଯନ୍ତ୍ରଣା କିମ୍ବା କାଶ ପରି ପ୍ରଦୂଷଣଜନିତ ରୋଗରେ ପୀଡ଼ିତ। ସର୍ଭେରେ ୨୧ ହଜାରରୁ ଅଧିକ ସ୍ଥାନୀୟ ବାସିନ୍ଦାଙ୍କ ପ୍ରତିକ୍ରିୟା ନିଆଯାଇଥିଲା। ବାୟୁ ପ୍ରଦୂଷଣ ଯୋଗୁ ୬୨%ରୁ ଅଧିକ ପରିବାରର ଜଣେ କିମ୍ବା ଏକାଧିକ ସଦସ୍ୟ ଆଖି ଜଳାପୋଡ଼ା ସମସ୍ୟାରେ ପୀଡ଼ିତ ଥିବାବେଳେ ୪୬% ପରିବାରର କୌଣସି ସଦସ୍ୟଙ୍କ ନାକ ବନ୍ଦ ପରି ସମସ୍ୟା ରହିଛି। ୩୧% ଶ୍ୱାସକ୍ରିୟା ବେଳେ ସମସ୍ୟା ଅନୁଭବ କରୁଥିବାବେଳେ ୨୩% ଧ୍ୟାନ କେନ୍ଦ୍ରିତ କରିବା ସମୟରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେହିପରି ୧୫% ଲୋକଙ୍କ ନିଦ ସମସ୍ୟା ରହିଛି। ୩୧% ପରିବାରରେ ପ୍ରଦୂଷଣଜନିତ ସମସ୍ୟା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri