ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା ତଥା ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ ଦୁଇ ଘଣ୍ଟା ବ୍ୟାପୀ କାଳବୈଶାଖୀର ତାଣ୍ଡବ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି ଗ୍ରାମରେ ଦେଶ ସ୍ବାଧୀନତା ହେବାର ୭୭…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ। ଇତିମଧ୍ୟରେ ବୁଗୁଡ଼ା ଓ ତାରସିଂ ରେଞ୍ଜରୁ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି ବଡ଼ ପରିବର୍ତ୍ତନ ହୋଇନାହିଁ । ତଥାପି…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି ଡ୍ରୋନ । ଦୀର୍ଘ ସମୟ ଧରି ଶ୍ରୀମନ୍ଦିର ଚୂଡ଼ାରେ ଚକ୍କର କାଟିଲା ଦୁଇଟି…

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ କହିଛନ୍ତି ଯେ, ଆମେରିକା-ଇରାନ ଆଲୋଚନା ହେବ ନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ, ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ନିର୍ଦ୍ଧାରିତ ହୋଇଥିବା ଶୁଭମୂହୁର୍ତ୍ତରେ…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି । ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ କାଲି ପର୍ଯ୍ୟନ୍ତ ୮ ଜିଲାକୁ ୟେଲୋ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ ଅଶୋଧିତ ତୈଳ ଏବଂ ଇନ୍ଧନ ଉପଲବ୍ଧ ଅଛି । ତେଣୁ ଆତଙ୍କିତ ହେବାର…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ ନ ଦେବାକୁ ଅନୁରୋଧ କରାଯାଇଛି। ଦେଶରେ ପେଟ୍ରୋଲ, ଡିଜେଲର କୌଣସି ଅଭାବ ନାହିଁ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏହି ପରିବର୍ତ୍ତନଗୁଡ଼ିକ ବେତନଭୋଗୀ ବ୍ୟକ୍ତି, କରଦାତା ଏବଂ ନିବେଶକଙ୍କ ପାଇଁ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ କଲେ ତିନି ମାସ ମଧ୍ୟରେ ପରିବାରକୁ LPG ଯୋଗାଣ ବନ୍ଦ କରିଦିଆଯିବ। ଗ୍ୟାସ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଇରାନ୍‌ର ପାଓ୍ବାରପ୍ଲାଣ୍ଟ ଉପରେ ୫ ଦିନ ପାଇଁ ଅର୍ଥାତ୍‌ ୨୭…

ଇସ୍ରାଏଲର ବଡ଼ ଘୋଷଣା: ଏହି ସର୍ତ୍ତରେ ଇରାନ ସହିତ ବନ୍ଦ ହେବ ଯୁଦ୍ଧ, ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଯୁଦ୍ଧବିରତି ନେଇ ନିରନ୍ତର ପ୍ରଶ୍ନ ଉଠାଯାଉଛି। ଏହି ସମୟରେ, ଭାରତରେ ଇସ୍ରାଏଲର ରାଷ୍ଟ୍ରଦୂତ ରୁଭେନ ଆଜାର ଏକ ସାକ୍ଷାତକାରରେ ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି, ଏହି ପ୍ରସଙ୍ଗରେ ଇସ୍ରାଏଲର ମତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri