ଓଡ଼ିଶାରୁ ଓହରି ନାହାନ୍ତି ଆର୍ସଲମିତ୍ତଲ, ନିପନ ଷ୍ଟିଲ୍: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୪ା୧୧: ଅଗ୍ରଣୀ ଷ୍ଟିଲ୍ ଉତ୍ପାଦନକାରୀ କମ୍ପାନୀ ଆର୍ସଲମିତ୍ତଲ ଏବଂ ଜାପାନର ନିପନ ଷ୍ଟିଲ୍ ଓଡିଶାରୁ ଓହରି ନଥିବା କହିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ଦୁଇ କମ୍ପାନୀ ମିଳିତଭାବେ ଓଡ଼ିଶାରେ ବିଶାଳ ଷ୍ଟିଲ୍ ପ୍ଲାଣ୍ଟ ବସାଇବେ ବୋଲି ପୂର୍ବ ସରକାରଙ୍କ ସମୟରେ ଓଡିଶା ସହିତ ଚୁକ୍ତି କରିଥିଲେ।

କେନ୍ଦ୍ରାପଡରେ ହେବାକୁ ଥିବା ଏହି ପ୍ରକଳ୍ପରୁ ଓହରି ପଡୋଶୀ ଆନ୍ଧ୍ର ପ୍ରଦେଶକୁରେ ଦୁଇ କମ୍ପାନୀ ସମାନ ନିବେଶ କରିବାକୁ ଯାଉଥିବା ଖବର ପ୍ରସାର ହେବା ପରେ ଶିଳ୍ପମନ୍ତ୍ରୀ ଏହା ଉପରେ ସ୍ପଷ୍ଟୀକରଣ ଦେବା ସହିତ ଏହାକୁ ବିଜେଡିର ଚକ୍ରାନ୍ତ ବୋଲି କହିଛନ୍ତି। ନିପନ ଷ୍ଟିଲ୍ ଓଡ଼ିଶାରେ ଏବଂ ଗୁଜରାଟରେ ଷ୍ଟିଲ୍ ପ୍ଲାଣ୍ଟ ବସାଇବାକୁ ବେଶ ଆଗ୍ରହୀ ଅଛି। ଏଥିସହିତ ଯେଉଁ କମ୍ପାନୀଗୁଡ଼ିକ ବିଜେଡି ସରକାର ସମୟରେ ଓଡିଶା ଛାଡି ପଳାଉଥିଲେ ଏବେ ସେମାନେ ପୁଣି ଓଡିଶାକୁ ଫେରୁଛନ୍ତି।

ଓଡିଶାରୁ ଏହି ପ୍ରକଳ୍ପ ଅହରାଯିବା ଖବର ଆସିବା ପରେ ରାଜ୍ୟର ବିଜୁ ଜନତା ଦଳର(ବିଜେଡି) ନିପନ କମ୍ପାନୀକୁ ଓଡିଶା ଆଣିବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାପାନ ଗସ୍ତ କରିଥିଲେ।

ପୂର୍ବରୁ ଜେଏସଡବ୍ଲୁ ମଧ୍ୟ ଓଡ଼ିଶାରେ କରିବାକୁ ଥିବା ଇଲେକ୍ଟ୍ରିକ କାର୍ କାରଖାନାକୁ ମହାରଷ୍ଟ୍ରକୁ ନେଇଯିବା କଥା ଆସିବା ପରେ ଜେଏସଡବ୍ଲୁ ସ୍ପଷ୍ଟୀକରଣ ରଖି ଏହା ଓଡିଶାରୁ ସ୍ଥାନାନ୍ତରଣ ହୋଇ ନ ଥିବା କହିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri