ଭାଜପା ଟାର୍ଗେଟରେ ୭ ବ୍ଲକର ଅଧ୍ୟକ୍ଷା-ଅଧ୍ୟକ୍ଷ ପଦବୀ: ଅଜ୍ଞାତବାସରେ ୫୦ରୁ ଊର୍ଦ୍ଧ୍ୱ ସରପଞ୍ଚ, ସମିତି ସଭ୍ୟ

ଢେଙ୍କାନାଳ,୬ା୧୧(ରତନ ନାୟାର):ଢେଙ୍କାନାଳରେ ଭାଜପା ଟାର୍ଗେଟରେ ୭ଟି ବ୍ଲକର ଅଧ୍ୟକ୍ଷା ଅଧ୍ୟକ୍ଷ ପଦବୀ ା ନିର୍ବାଚନ ପରେ ରାଜ୍ୟରେ ଭାଜପା ସରକାର ଆସିବା ପରେ ବର୍ତ୍ତମାନ ଜିଲାରେ ବ୍ଲକ ତଥା ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ ପଦବୀରେ ରହିଥିବା ବିଜେଡି ସମର୍ଥିତ ଅଧ୍ୟକ୍ଷା ଅଧ୍ୟକ୍ଷଙ୍କୁ ହଟାଇବା ନିମନ୍ତେ ରଣନୀତି ଆରମ୍ଭ ହୋଇଛି ା ଗତ କିଛିଦିନ ତଳେ ଗଁଦିଆ ବ୍ଲକର ବିଜେଡି ସମର୍ଥିତ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ଖଟୁଆ ନିଜର ସମର୍ଥକ ସମିତି ସଭ୍ୟାସଭ୍ୟ ଓ ସରପଞ୍ଚମାନଙ୍କ ସହ ଭାଜପାରେ ମିଶିଥିଲେ ା ଏହାପରେ ବର୍ତ୍ତମାନ ସଦର ବ୍ଲକ ଅଧ୍ୟକ୍ଷ ପଦବୀ ଉପରେ ଭାଜପାର ରଣନୀତି ଆରମ୍ଭ ହୋଇଛି ା ଏହାକୁ ନେଇ ଭାଜପା-ବିଜେଡି ମଧ୍ୟରେ ଏକ ପ୍ରକାର ଛକାପଞ୍ଝା ଆରମ୍ଭ ହୋଇଛି ା ମଙ୍ଗଳବାର ସଦର ବ୍ଲକର ୩୦ଟି ପଞ୍ଚାୟତ ମଧ୍ୟରୁ ୫୦ରୁ ଊର୍ଦ୍ଧ୍ୱ ସରପଞ୍ଚ, ସମିତି ସଭ୍ୟାସଭ୍ୟ ଅଜ୍ଞାତବାସରେ ଯାଇଥିବା ଜଣାପଡିଛି ା ଏହାକୁ ନେଇ ରାଜନୈତିକ ବାତାବରଣ ବେଶ୍‌ ସରଗରମ ହୋଇଛି ା
ଢେଙ୍କାନାଳ ଜିଲାରେ ପରଜଙ୍ଗ ବ୍ଲକକୁ ଛାଡ଼ିଦେଲେ ଅନ୍ୟ ୭ଟି ବ୍ଲକରେ ବିଜେଡି ସମର୍ଥିତ ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ ରହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri