ଯଦି କମଲା ହାରିସ୍‌ ରାଷ୍ଟ୍ରପତି ହୁଅନ୍ତି, ତେବେ ଘଟିବ ଏମିତି, ଯାହା ୨୩୫ ବର୍ଷର ଇତିହାସରେ କେବେ ହୋଇନାହିଁ

ଓ୍ବାଶିଂଟନ୍‌,୬।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ କିଏ ଜିତିବ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ଉଭୟ ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସ୍‌ ବିଜୟ ଦାବି କରୁଛନ୍ତି। ଚିତ୍ରଟି କିଛି ସମୟ ପରେ ସ୍ପଷ୍ଟ ହୋଇଯିବ ଯେ କାହାର ହାତ ଆସନ୍ତା ଚାରି ବର୍ଷ ଧରି ଆମେରିକାର ଦାୟିତ୍ୱ ଧରିବ। ହେଲେ ଯଦି ଡେମୋକ୍ରାଟିକ ପାର୍ଟିର କମଲା ହାରିସ ଏଥର ଜିତନ୍ତି, ତେବେ ଆମେରିକାର ନିର୍ବାଚନ ଇତିହାସରେ ସବୁଠାରୁ ଅନନ୍ୟ ରେକର୍ଡ ସୃଷ୍ଟି ହେବ।

ବାସ୍ତବରେ, ଯଦି ଆମେ ଆମେରିକାର ରାଷ୍ଟ୍ରପତି ନିର୍ବାଚନର ୨୩୫ ବର୍ଷର ଇତିହାସକୁ ଦେଖିବା, ଆଜି ପର୍ଯ୍ୟନ୍ତ କୌଣସି ମହିଳା ବିଜେତା ହୋଇପାରି ନାହାଁନ୍ତି। ୧୮୭୨ରେ ଭିକ୍ଟୋରିଆ ଉଡହୁଲ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଲଢିଥିବା ଲଢିଥିବା ପ୍ରଥମ ମହିଳା ଥିଲେ।

କମଲା ହାରିସଙ୍କ ପୂର୍ବରୁ ୨୦୧୬ରେ ହିଲାରୀ କ୍ଲିଣ୍ଟନ ରାଷ୍ଟ୍ରପତି ଦୌଡ଼ରେ ଥିଲେ କିନ୍ତୁ ସେ ହାରିଯାଇଥିଲେ। କହୁରଖୁଛୁ ଯେ ଆମେରିକାରେ ରାଷ୍ଟ୍ରପତି ସିଧାସଳଖ ଜନସାଧାରଣଙ୍କ ଦ୍ୱାରା ନିର୍ବାଚିତ ହୁଅନ୍ତି ନାହିଁ । ଲୋକମାନେ ସିନେଟ ଚୟନ କରନ୍ତି ଏବଂ ତା’ପରେ ସେହି ନିର୍ବାଚିତ ପ୍ରତିନିଧୀମାନେ ରାଷ୍ଟ୍ରପତି ଚୟନ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri