ଟ୍ରମ୍ପ ଜିତନ୍ତୁ କିମ୍ବା ହାରିସ୍‌, ଭାରତ-ଆମେରିକା ସମ୍ପର୍କକୁ ନେଇ ଜୟଶଙ୍କର କହିଲେ…

ନୂଆଦିଲ୍ଲୀ,୬।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଯାହା ହେଉନା କାହିଁକି ଭାରତ ଏବଂ ଆମେରିକା ମଧ୍ୟରେ ନିରନ୍ତର ଅଗ୍ରଗତି ହେବ। ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର କାନବେରାରେ ଅଷ୍ଟ୍ରେଲୀୟ ବୈଦେଶିକ ମନ୍ତ୍ରୀ ପେନି ୱଙ୍ଗଙ୍କ ସହ ମିଳିତ ଖବରଦାତା ସମ୍ମିଳନୀରେ ସେ ଏଭଳି କହିଛନ୍ତି। ଜୟଶଙ୍କର କହିଛନ୍ତି, ଆମେରିକା ସହ ଭାରତର ସମ୍ପର୍କକୁ ଦୃଢ ଏବଂ ସ୍ଥିର। ଜୟଶଙ୍କର ଏହା ମଧ୍ୟ କହିଛନ୍ତି ଯେ ଗତ ପାଞ୍ଚ ଆମେରିକା ରାଷ୍ଟ୍ରପତି କାର୍ଯ୍ୟକାଳରେ ଭାରତ-ଆମେରିକା ସମ୍ପର୍କରେ ସ୍ଥିର ଅଭିବୃଦ୍ଧି ଘଟିଛି ଏବଂ ଭବିଷ୍ୟତରେ ମଧ୍ୟ ଏହି ଧାରା ଜାରି ରହିବ।

ଏହି ସମୟରେ ଜୟଶଙ୍କର ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅବଦାନ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଯାହାଙ୍କ କାର୍ଯ୍ୟକାଳ ମଧ୍ୟରେ କ୍ୱାଡ ମିଳିତ ମଞ୍ଚ ପୁନର୍ଜୀବିତ ହୋଇଥିଲା। ସେ ଏହାକୁ ଭାରତ-ପ୍ରଶାନ୍ତ ମହାସାଗରରେ ଏକ ଗୁରୁତ୍ୱପୂର୍ଣ୍ଣ ବିକାଶ ବୋଲି କହିଛନ୍ତି। ବୈଦେଶିକ ମନ୍ତ୍ରୀ କହିଛନ୍ତି ଯେ ଟ୍ରମ୍ପ ପ୍ରଶାସନ ସମୟରେ ନିଆଯାଇଥିବା ପଦକ୍ଷେପଗୁଡ଼ିକର ପ୍ରଭାବ ଆଜି ମଧ୍ୟ ଦୁଇ ଦେଶର ସମ୍ପର୍କ ଉପରେ ସ୍ପଷ୍ଟ ଦେଖାଯାଉଛି। ନିର୍ବାଚନ ଫଳାଫଳ ଯାହା ହେଉନା କାହିଁକି ଭାରତ-ଆମେରିକା ସମ୍ପର୍କର ଭବିଷ୍ୟତ ଅତ୍ୟନ୍ତ ସକରାତ୍ମକ ବୋଲି ସେ ବିଶ୍ୱାସ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri