ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି, ଡିଇଓଙ୍କ ନିକଟରେ ଫେରାଦ ହେଲେ ଶିକ୍ଷୟିତ୍ରୀଶିକ୍ଷକ

ଲାଞ୍ଜିଗଡ,୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଭଟIଙ୍ଗ ପଦର ଅନ୍ତର୍ଗତ ଭଟIଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି କାର୍ଯ୍ୟକଳାପକୁ ନେଇ ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ଫେରାଦ ହେଲେ ଶିକ୍ଷୟିତ୍ରୀ ଶିକ୍ଷକ। ସ୍କୁଲ ପିଲାଙ୍କ ପାଇଁ ବିଦ୍ୟାଳୟ ହେଉଛି ଏକ ମନ୍ଦିର। ଶିକ୍ଷକମାନେ ପିଲାମାନଙ୍କୁ ଯେଉଁ ରାସ୍ତା ଦେଖାଇବେ ପିଲାମାନେ ସେଇ ରାସ୍ତାରେ ଯିବେ ହେଲେ ନିଜେ ପ୍ରଧାନ ଶିକ୍ଷୟତ୍ରୀ ଯଦି ସହକର୍ମଚାରରମାନଙ୍କୁ ଅବାଟ ଦେଖେଇବେ, ତେବେ ପିଲାଙ୍କୁ ବାଟ ଦେଖେଇବ କିଏ। ଏଭଳି ଏକ ଘଟଣା ଘଟିଛି କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଭଟIଙ୍ଗ ପଦର ଅନ୍ତର୍ଗତ ଭଟIଙ୍ଗ ପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।

ସୂଚନାନୁସାରେ, ସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ପ୍ରଜ୍ଞା ପ୍ରିୟଦର୍ଶିନୀ ଶତପଥୀଙ୍କ ମନମୁଖୀ କାର୍ଯ୍ୟକଳାପ ଓ ଏକଛତ୍ରବାଦ ଶାସନକୁ ନେଇ ଆଜି ସ୍କୁଲର ୧୪ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଜିଲା ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସ୍କୁଲରେ ସାମାନ୍ୟତମ ତ୍ରୁଟି ହେଲେ କାରଣ ଦର୍ଶାଅ ନୋଟିସ ଜାରି କରୁଛନ୍ତି। ସଠିକ ସମୟରେ ସ୍କୁଲ ନ ଆସିଲେ ବାହାରେ ଛିଡ଼ା କରିଦେଉଛନ୍ତି ଏବଂ କର୍ମଚାରୀମାନଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରୁଥିବା ଅଭିଯୋଗ ହୋଇଛି। ସ୍କୁଲ ଅନ୍ତେବାସୀଙ୍କ ନିୟମ ଅନୁସାରେ ମଧ୍ୟାହ୍ନ ଭୋଜନ ଓ ରାତ୍ରି ଭୋଜନ ଦିଆ ଯାଉ ନ ଥିବାର ଅଭିଯୋଗ ହେଉଛି। ଏହାକୁ ନେଇ ଆଜି ଭଟାଙ୍ଗ ପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଜିଲା ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗ କରିଛନ୍ତି। ହେଲେ ଅଭିଯୋଗ ଅନୁଯାୟୀ ଜିଲା ଶିକ୍ଷା ଅଧିକାରୀ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ତଦନ୍ତ କରି କେବେ କାର୍ଯ୍ୟାନୁଷ୍ଠାନ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri