ଡୋନାଲ୍ଡ ଟ୍ରମ୍ପ ହେବେ ଆମେରିକାର ରାଷ୍ଟ୍ରପତି! ମିଳିଲା ବହୁମତ

ଓ୍ବାଶିଂଟନ୍‌,୬।୧୧: ଆମେରିକାର ୪୭ତମ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ଟ୍ରମ୍ପକୁ ବହୁମତ ମିଳିଛି। ସେ ତାଙ୍କ ସମର୍ଥକଙ୍କୁ ଆଜି ସମ୍ବୋଧିତ କରିବେ। ଏଥି ସହିତ କମଲା ହାରିସ୍‌ ଆସନ୍ତାକାଲି ତାଙ୍କ ସମର୍ଥକଙ୍କୁ ସମ୍ବୋଧିତ କରିବେ ବୋଲି ଜଣାପଡିଛି। ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ୨୭୭ ଇଲେକ୍ଟୋରାଲ କଲେଜ ଭୋଟ ଏବଂ ଡେମୋକ୍ରାଟିକ ପ୍ରାର୍ଥୀ କମଲା ହାରିସ୍‌ ୨୨୬ ଇଲେକ୍ଟୋରାଲ କଲେଜ ଭୋଟ ଆଗରେ ଅଛନ୍ତି। ଡୋନାଲ୍ଡ ଟ୍ରମ୍ପ ସଂଖ୍ୟାଗରିଷ୍ଠତା ପାଇବା ମାତ୍ରେ ଏଲ ସାଲଭାଡୋରର ରାଷ୍ଟ୍ରପତି ନାୟବ ବୁକେଲ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, “ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ … ଭଗବାନ ଆପଣଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଆପଣଙ୍କୁ ମାର୍ଗଦର୍ଶନ କରାନ୍ତୁ। ସେହିପରି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ...

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ...

ରୁଷିଆ-ୟୁକ୍ରେନ ଯୁଦ୍ଧରେ ନୂଆ ମୋଡ! ଟ୍ରମ୍ପଙ୍କୁ ଭେଟିବେ ଜେଲନସ୍କି

ଓ୍ବାଶିଂଟନ,୨୭।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ପ୍ରୟାସ ମଧ୍ୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର (ଡିସେମ୍ବର ୨୮) ଫ୍ଲୋରିଡାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri