Posted inଜାତୀୟ

କେନ୍ଦ୍ର କ୍ୟାବିନେଟ୍‌ରେ ବିଦ୍ୟାଲକ୍ଷ୍ମୀ ଯୋଜନା ମଞ୍ଜୁରୀ, ଛାତ୍ରୀଛାତ୍ରଙ୍କୁ ମିଳିବ ପଢ଼ିବା ପାଇଁ ଋଣ

ନୂଆଦିଲ୍ଲୀ,୬ା୧୧: ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟ୍‌ରେ ବୁଧବାର ମଞ୍ଜୁରୀ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ସହଜ ସରଳ ଉପାୟରେ ବିଦ୍ୟାର୍ଥୀଙ୍କୁ ଶିକ୍ଷା ଋଣ
ମିଳିବ। ଏହି ଯୋଜନା ପାଇଁ ୬୩,୬୦୦ କୋଟିର ଏକ ମଞ୍ଜୁରୀ ଅନୁମୋଦନ କରାଯାଇଛି। ଯେଉଁଥିରେ ନ୍ୟାଶନାଲ ଇନଷ୍ଟିଚ୍ୟୁଶନାଲ ର଼୍ୟାଙ୍କିଙ୍ଗ ଫ୍ରେମ୍‌ଓ୍ବାର୍କ (ଏନ୍‌ଆଇଆର୍‌ଏଫ୍‌) ଉପରେ ଆଧାର କରି ଦେଶର ଶ୍ରେଷ୍ଠ ୮୬୦ ଶିକ୍ଷାନୁଷ୍ଠାନରେ ଆଡ୍‌ମିଶନ ପାଇଥିବା ଛାତ୍ରୀଛାତ୍ରଙ୍କୁ ଶିକ୍ଷା ଋଣ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ପ୍ରତି ବର୍ଷ ପ୍ରାୟ ୨୨ ଲକ୍ଷ ମେଧାବୀ ଛାତ୍ରୀଛାତ୍ର ଉପକୃତ ହେବେ।

ଏହି ଯୋଜନା ଅନୁଯାୟୀ, ଯେକେହି ଗୁଣାତ୍ମକ ଉଚ୍ଚଶିକ୍ଷା ପ୍ରତିଷ୍ଠାନ (କ୍ୟୁଏଚ୍‌ଇ)ରେ ଆଡ୍‌ମିଶନ ପାଆନ୍ତି, ବ୍ୟାଙ୍କ ଏବଂ ଆର୍ଥିକ ପ୍ରତିଷ୍ଠାନଗୁଡ଼ିକରୁ ବନ୍ଧକମୁକ୍ତ, ଗ୍ୟାରେଣ୍ଟିମୁକ୍ତ ଋଣ ପାଇବାକୁ ଯୋଗ୍ୟ ହେବେ ଏବଂ ପାଠ୍ୟକ୍ରମ ସହିତ ଜଡ଼ିତ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri