Posted inଜାତୀୟ

‘ମହା ବିକାଶ ଅଘାଡ଼ି’ ଗାଡିର ଡ୍ରାଇଭର ସିଟ୍ ପାଇଁ ଝଗଡ଼ା: ମହାରାଷ୍ଟ୍ରରେ ବିରୋଧୀଙ୍କୁ ମୋଦିଙ୍କ କଟାକ୍ଷ

ମୁମ୍ବାଇ, ୮।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନକୁ ଆଉ ଗୋଟିଏ ମାସରୁ କମ୍ ସମୟ ଥିବା ବେଳେ ସରକାରୀ ଓ ବିରୋଧୀ ଜୋରଦାର ପ୍ରଚାର କରୁଛନ୍ତି। ଉଭୟଙ୍କ ପକ୍ଷରୁ ବୟାନବାଜି ଜାରି ରହିଛି। ଏହାରି ମଧ୍ୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀଙ୍କୁ କଟାକ୍ଷ କରି କହିଛନ୍ତି ଯେ, ମହାବିକାଶ ଅଘାଡିରେ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଝଗଡା ଚାଲିଛି।

ଗତ ପାଞ୍ଚବର୍ଷ ମଧ୍ୟରେ ରାଜ୍ୟରେ ବିଭିନ୍ନ ଦଳ ମଧ୍ୟରେ ଗଠବନ୍ଧନ ସରକାର ଦେଖିବାକୁ ମିଳିଛି। ଯେତେବେଳେ ଏମଭିଏ ସରକାର ଚାଲିଥିଲା ସେତେବେଳେ ପ୍ରତ୍ୟେକ ସାରକାରୀ ନୀତି ତଥା ବିକାଶରେ ବାଧା ସୃଷ୍ଟି ହୋଇଥିଲା ବୋଲି ମୋଦି କହିଛନ୍ତି।

ଶୁକ୍ରବାର ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରରେ ତାଙ୍କର ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଚଳିତ ସପ୍ତାହରେ ମୋଦି ରାଜ୍ୟବ୍ୟାପୀ ପ୍ରାୟ ୮ ଟି ରାଲିରେ ଯୋଗ ଦେବେ। ରାଜ୍ୟରେ ଭାଜପା ସମର୍ଥିତ ମହାୟୁତି ଗଠବନ୍ଧନ ସରକାରକୁ ଆସିବା ସହିତ ସ୍ୱଛତାର ସହିତ ଲୋକଙ୍କୁ ସେବା ପ୍ରଦାନ କରିବ ବୋଲି ସେ ଦୃଢ ଆଶା ପୋଷଣ କରିଛନ୍ତି।

ଏଇ ସମୟରେ ସେ କଂଗ୍ରେସକୁ ଟାର୍ଗେଟ କରି କହିଥିଲେ ଯେ, ଦେଶରେ ଆଦିବାସୀମାନଙ୍କ ମଧ୍ୟରେ ବିବାଦ ସୃଷ୍ଟି କରିବାକୁ ଦଳ ଚାହୁଁଛି। ଏପରି ଭେଦଭାବ ସୃଷ୍ଟି କରି କଂଗ୍ରେସ ଦେଶକୁ ଭାଗ କରିବାକୁ ଚାହୁଁଥିବା ସେ କହିଛନ୍ତି। ଏଥିପାଇଁ ସେ ଲୋକମାନଙ୍କୁ ଏକ ହୋଇ ରହିବାକୁ ଆହ୍ୱାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri