Posted inଜାତୀୟ

ମହାରାଷ୍ଟ୍ରରେ କିଏ ହେବେ ମୁଖ୍ୟମନ୍ତ୍ରୀ ଚେହେରା, ବଡ ସୂଚନା ଦେଲେ ଅମିତ ଶାହା!

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଘଣ୍ଟି ବାଜି ସାରିଛି। ଏହି କ୍ରମରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ମହାରାଷ୍ଟ୍ରରେ ଭାଜପାର ମନିଫେଷ୍ଟୋ ପ୍ରକାଶ କରିଛନ୍ତି। ଏହି ସମୟରେ ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ, ରାଜ୍ୟ ଭାଜପା ମୁଖ୍ୟ ଚନ୍ଦ୍ରଶେଖର ବାୱାନକୁଲେ, ମୁମ୍ବାଇ ଭାଜପା ମୁଖ୍ୟ ଆଶିଷ ଶେଲାର, କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଏବଂ ଅନ୍ୟ ଦଳର ନେତାମାନେ ତାଙ୍କ ସହ ଉପସ୍ଥିତ ଥିଲେ।
ଏହି ସମୟରେ ତାଙ୍କୁ ମହାରାଷ୍ଟ୍ରର ମହୁୟୁତିର ମୁଖ୍ୟମନ୍ତ୍ରୀଙ୍କ ଚେହେରା ବିଷୟରେ ମଧ୍ୟ ପଚରାଯାଇଥିଲା। ହସି ହସି ଏହାର ଉତ୍ତର ଦେଇ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଆମେ ଶରଦ ପାୱାର ଜୀଙ୍କୁ କୌଣସି ସୁଯୋଗ ଦେବୁ ନାହିଁ।
ମୁଖ୍ୟମନ୍ତ୍ରୀଙ୍କ ପଦ ସମ୍ପର୍କରେ ସେ କହିଛନ୍ତି, ବର୍ତ୍ତମାନ ଏକନାଥ ଶିନ୍ଦେ ମହାରାଷ୍ଟ୍ରର ମହାୟୁତି ସରକାରର ନେତୃତ୍ୱ ନେଉଛନ୍ତି। ସେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ। ନିର୍ବାଚନ ପରେ ସମସ୍ତ ତିନି ଦଳ ଏକାଠି ବସି ନିଷ୍ପତ୍ତି ନେବେ। ଆମେ ଶରଦ ପାୱାର ଜିଙ୍କୁ କୌଣସି ସୁଯୋଗ ଦେବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri