Posted inଜାତୀୟ

ଟ୍ରମ୍ପ ନିର୍ବାଚନ ଜିତିବା ପରେ ପ୍ରଥମେ ୩ ଜଣଙ୍କୁ କରିଥିଲେ କଲ୍‌: ଜୟଶଙ୍କର ଖୋଲିଲେ ରାଜ୍‌

ନୂଆଦିଲ୍ଲୀ,୧୧।୧୧: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଭାରତ-ଆମେରିକା ସମ୍ପର୍କକୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ଡୋନାଲ୍ଡ ଟ୍ରମ୍ପ କରିଥିବା ପ୍ରଥମ ତିନିଟି କଲ ମଧ୍ୟରୁ ଗୋଟିଏ ଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କରାଯାଇଥିଲା। ଟ୍ରମ୍ପ କ୍ଷମତାକୁ ଆସିବା ପରେ ଆମେରିକା ଏବଂ ଭାରତ ମଧ୍ୟରେ ସମ୍ପର୍କ କ’ଣ ପ୍ରଭାବ ପକାଇବ ସେ ନେଇ ସେ ଆଲୋଚନା କରିବା ସମୟରେ ଜୟଶଙ୍କର ଏହା କହିଛନ୍ତି।

ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ, କେଉଁ ଦେଶର ଚିନ୍ତା ବଢିଛି ଏବଂ କେଉଁ ଦେଶ ତାଙ୍କ ଶକ୍ତିରୁ ଉପକୃତ ହୋଇପାରିବେ ତାହା ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ। ଏହି ସମୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି, ମୁଁ ଜାଣେ ଆଜି ଅନେକ ଦେଶ ଆମେରିକାକୁ ନେଇ ଚିନ୍ତିତ ଅଛନ୍ତି, କିନ୍ତୁ ଭାରତ ସେମାନଙ୍କ ମଧ୍ୟରେ ନାହିଁ।

ଜୟଶଙ୍କରଙ୍କୁ ପଚରାଯାଇଥିଲା ଯେ, ଆମେରିକାର ନିର୍ବାଚନର ଫଳାଫଳ ଆମେରିକା ଏବଂ ଭାରତ ମଧ୍ୟରେ ଥିବା ସମ୍ପର୍କକୁ ପ୍ରଭାବିତ କରିପାରିବ କି ନାହିଁ। ଏହାର ଜବାବରେ ଜୟଶଙ୍କର କହିଛନ୍ତି, ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ଆମେରିକୀୟ ରାଷ୍ଟ୍ରପତିଙ୍କ ସହ ଭଲ ସମ୍ପର୍କ ବଜାୟ ରଖିଛନ୍ତି। ଆଗକୁ ମଧ୍ୟ ତାହା ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri