Posted inରାଜ୍ୟ

ସୁଭଦ୍ରା ଯୋଜନାରେ କେଉଁମାନେ ଟଙ୍କା ପାଇଛନ୍ତି, କେଉଁମାନଙ୍କର ଖାରଜ ହୋଇଛି ଆବେଦନ; ଆସିଲା ଲିଷ୍ଟ

ଭୁବନେଶ୍ୱର,୧୨।୧୧: ସୁଭଦ୍ରା ଯୋଜନାରେ ସରକାର ପ୍ରଥମ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦେଇସାରିଲେଣି। ତେବେ ଆସନ୍ତା ନଭେମ୍ବର ୨୪ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ରିଲିଜ ହେବ। ଏହା ପୂର୍ବରୁ ଯେଉଁମାନଙ୍କର ବ୍ୟାଙ୍କ ଆକାଉଣ୍ଟ ଏବଂ ଆଧାର ଲିଙ୍କ ସମ୍ବନ୍ଧୀୟ ସମସ୍ୟା ରହିଛି, ସେମାନଙ୍କର ଏକ ଲିଷ୍ଟ ଜାରି କରିଛନ୍ତି ସରକାର। ଲୋକମାନେ ଘରେ ବସି ନିଜର ମୋବାଇଲରେ ଏହି ଲିଷ୍ଟକୁ ଦେଖିପାରିବେ। ତେବେ ଆସନ୍ତୁ ଜାଣିବା କିପରି ଜଣେ ସାଧାରଣ ନାଗରିକ ତାଙ୍କର ମୋବାଇଲ ଫୋନରେ ଏହି ଲିଷ୍ଟ ଦେଖିପାରିବେ।

ରିଜେକ୍ଟ ତାଲିକା:
୧. ଆପଣ ପ୍ରଥମେ ସୁଭଦ୍ରା ଯୋଜନାର ଅଫିସିଆଲ ପୋର୍ଟାଲ https://subhadra.odisha.gov.in/ ଖୋଲନ୍ତୁ।

୨. ଏହାପରେ ଟିକିଏ ତଳକୁ ଯାଇ ବ୍ୟାଙ୍କ ଆକାଉଣ୍ଟ ସଚଳ କିମ୍ବା ଅପ୍ ଡେଟ ଆବଶ୍ୟକ ତାଲିକା ଉପରେ କ୍ଲିକ୍ କରନ୍ତୁ। https://subhadra.odisha.gov.in/npci-rejected-list

୩. ଏହାପରେ ଆପଣ ନିଜର ଜିଲା, ବ୍ଲକ୍ ଏବଂ ପଞ୍ଚାୟତ କିମ୍ଵା ୱାର୍ଡ ଚୟନ କରି, (ଦେଖନ୍ତୁ) ଉପରେ କ୍ଲିକ କରିବେ ଏବଂ ଲିଷ୍ଟ ଦେଖିପାରିବେ।

ହିତାଧିକାରୀ ତାଲିକା: https://subhadra.odisha.gov.in/benificary-list

ସେହିଭଳି ଯେଉଁମାନଙ୍କୁ ସୁଭଦ୍ରା ଟଙ୍କା ମିଳିଛି ସେମାନଙ୍କ ତାଲିକା ଜାଣିବା ପାଇଁ ମୁଖ୍ୟ ପୃଷ୍ଠାରେ ହିତାଧକାରୀ ତାଲିକା ଉପରେ କ୍ଲିକ କରନ୍ତୁ।

୧. ଏହାପରେ ଆପଣ ନିଜର ଜିଲା, ବ୍ଲକ୍ ଏବଂ ପଞ୍ଚାୟତ କିମ୍ଵା ୱାର୍ଡ ଚୟନ କରି, (ଦେଖନ୍ତୁ) ଉପରେ କ୍ଲିକ କରିବେ ଏବଂ ଲିଷ୍ଟ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri