ଶ୍ୱଶୁରର ମତ୍ୟୁ ଖବର କହିବାକୁ ଯାଉଥିଲେ ଜ୍ୱାଇଁ; ବାଟରେ ଚାଲିଗଲା ଜୀବନ

ବାରିପଦା,୧୨।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସଡକ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି ।
୧୮ନଂ ଜାତୀୟ ରାଜପଥର କୁଳିଅଣା ଥାନା ଅଧୀନ କୁଚେଇ ନିକଟରେ ପିକଅପଭ୍ୟାନ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମତ୍ୟୁଘଟିଛି । ମୃତକ ଜଣଙ୍କ ହେଲେ ଚାନ୍ଦୁଆ ଥାନା ନଧବଣୀ ଗ୍ରାମର ଗଜେନ୍ଦ୍ର ନାୟକଙ୍କ ପୁଅ ସଞ୍ଜୟ । ସଞ୍ଜୟଙ୍କ ଶ୍ବଶୁରଙ୍କ ମୃତର ଆଜି ୪ଦିନ। ସେ ଶଶୁରଙ୍କ ସୁଦ୍ଧିକ୍ରିୟା ଖବରଦେବାକୁ  ପାଇଁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଜନସାଧାରଣ ରାସ୍ତା ରୋକ କରିଛନ୍ତ। କୁଳିଅଣା ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି ।
ସେହିପରି ଗତରାତିରେ ଶୁଳିଆପଦା ଥାନା ଦେଉଳି ନିକଟ କ୍ଷେତ୍ରପାଟଣା ନିକଟରେ ଜଣେ ବାଇକ ଆରୋହୀଙ୍କ ମୃତଦେହକୁ ବିଲ ଭିତରୁ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କ ହେଲେ ବଡ଼ସାହି ଥାନା ଅଧୀନ ବୀରେଶ୍ବରପୁର ପଞ୍ଚାୟତ ଦାନ୍ତୁଣି ଗ୍ରାମର ବାଇଧର ସିଂଙ୍କ ପୁଅ ଶମ୍ଭୁନାଥ । ପୋଲିସ ମୃତଦେହ ଓ ବାଇକ ଉଦ୍ଧାର କରି ତଦନ୍ତ ଚଳାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri