IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଦାବି କରିଛି ଯେ ସେମାନଙ୍କର ବାୟୁସେନା…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ ଆରମ୍ଭ ହେବ। ଭାରତୀୟ କ୍ରିକେଟ ନିୟନ୍ତ୍ରଣ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି ଇରାନ ସହିତ ଆଲୋଚନା କରୁଥିବାବେଳେ ଏପଟେ…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ ପଠାଇବାକୁ ଅନୁରୋଧ କରିଛନ୍ତି। ଟ୍ରମ୍ପ ବିଶ୍ୱାସ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ ପଠାଇବାକୁ ଅନୁରୋଧ କରିଛନ୍ତି। ଟ୍ରମ୍ପ ବିଶ୍ୱାସ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ ଗ୍ୟାସ’ ବା PNG ବ୍ୟବହାର କରିବାକୁ ଗ୍ରାହକମାନଙ୍କୁ ପରାମର୍ଶ ଦିଆଯାଇଛି। କେବଳ ସେତିକି…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ କହିଛନ୍ତି, ବାଧ୍ୟତାମୂଳକ ଋତୁସ୍ରାବ ଛୁଟି ଦିଆଗଲେ ତାହା ମହିଳାଙ୍କ ନିଯୁକ୍ତି ଉପରେ ପ୍ରତିକୂଳ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ…

ଆଜି ରାଜ୍ୟ ସଭା ଭୋଟ, ମଇଦାନରେ ୫ ପ୍ରାର୍ଥୀ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ସୋମବାର ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। ଖାଲି ହେବାକୁ…

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର। ସେପଟେ ମାର୍ଚ୍ଚ ୧୬ରେ ହେବାକୁ ଥିବା ନିର୍ବାଚନ ପାଇଁ ରବିବାର ରାତିରେ…

ମୃତ୍ୟୁ ଗୁଜବକୁ ନେତନ୍ୟାହୁଙ୍କ ଜବାବ: କହିଲେ “ମୁଁ କଫି ପାଇଁ ମରିବାକୁ ପ୍ରସ୍ତୁତ”

ନୂଆଦିଲ୍ଲୀ,୧୫।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ମୃତ୍ୟୁକୁ ନେଇ ଚାଲିଥିବା ଗୁଜବ ଉପରେ ପଡିଛି ପୂର୍ଣ୍ଣଚ୍ଛେଦ। ଏକ ନୂଆ ଭିଡିଓ ଜାରି କରି ନେତନ୍ୟାହୁ ଇରାନକୁ ଚମତ୍କାର ଢଙ୍ଗରେ ଜବାବ ଦେଇଛନ୍ତି। ନେତନ୍ୟାହୁ ଏକ କାଫେରେ କଫି ଅର୍ଡର କରୁଥିବା ବେଳେ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର, ଆସୁଛି ୮୦ ହଜାର ଟନ୍ ଅଶୋଧିତ ତୈଳ

ନୂଆଦିଲ୍ଲୀ,୧୫।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ଭାରତୀୟ ପତାକା ଲାଗିଥିବା ଅଶୋଧିତ ତୈଳ ଟ୍ୟାଙ୍କର୍ ଜଗ୍ ଲାଡକି ସୁରକ୍ଷିତ ଭାବରେ ଏକ ବିପଦପୂର୍ଣ୍ଣ ସାମୁଦ୍ରିକ କ୍ଷେତ୍ରରୁ ବାହାରି ଆସିଛି ଏବଂ ବର୍ତ୍ତମାନ…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ ସତର୍କ କରାଇଛନ୍ତି। ”ଯଦି ଇରାନ ଓ ଇସ୍ରାଏଲ ମଧ୍ୟରେ ସଂଘର୍ଷ ଦୀର୍ଘସ୍ଥାୟୀ ହୁଏ,…

୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ, ଘଡ଼ଘଡ଼ି ସହ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୫ା୩: ୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ ଜାରି କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ ସମ୍ଭାବନା । ଏହାସହ ରାଜଧାନୀ ଭୁବନେଶ୍ବରକୁ ମଧ୍ୟ ଓ୍ବାର୍ନିଂ ଜାରି କରାଯାଇଛି । ମୟୂରଭଞ୍ଜ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri