ନୂଆଦିଲ୍ଲୀ,୧୩।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା କମ୍ଭିଭା ଏବଂ ଆମାଜନ ୱେବ୍ ସର୍ଭିସେସ୍ (ଏଡବ୍ଲ୍ୟୁଏସ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏ ସମ୍ପର୍କରେ କମ୍ଭିଭାର ସିଇଓ ରାଜେଶ ଚାନ୍ଦିରାମନି କହିଛନ୍ତି, କ୍ଲାଉଡ୍ ସମାଧାନଗୁଡିକ ଟେଲିକମ୍ ଅପରେଟରଙ୍କୁ ନୂଆ ରଣନୀତି ଓ ବିଜ୍ନେସ୍ ମଡେଲଗୁଡିକୁ ଆପଣାଇବା କ୍ଷେତ୍ରରେ ଏକ ସ୍ବତନ୍ତ୍ର ସୁବିଧା ପ୍ରଦାନ କରୁଛି, ଯାହା ସେମାନଙ୍କୁ ବ୍ୟବସାୟ ମୂଲ୍ୟ ପ୍ରଦାନ କରିବା ପାଇଁ ସର୍ବୋତ୍ତମ ମାର୍ଗ ନିର୍ଦ୍ଧାରଣ କରିବାରେ ସାହାଯ୍ୟ କରିପାରିବ।
ଏଡବ୍ଲ୍ୟୁଏସ୍ ଇଣ୍ଡିଆ ଓ ସାଉଥ୍ ଏସିଆର ବିଜ୍ନେସ୍ ଡେଭ୍ଲପମେଣ୍ଟ ବିଭାଗର ମୁଖ୍ୟ ଭି.ଜି.ସୁନ୍ଦର ରାମ କହିଛନ୍ତି, କମ୍ଭିଭା ବାସ୍ତବରେ ଏକ ସାସ୍ ସଂସ୍ଥାରେ ପରିଣତ ହେବା ପାଇଁ ନିଜର ଯାତ୍ରା ଆରମ୍ଭ କରିଥିବାରୁ ଏଡବ୍ଲ୍ୟୁଏସ୍ ଏହାର ପସନ୍ଦର କ୍ଲାଉଡ୍ ଭାବେ କମ୍ପାନୀ ସହ ସହଭାଗିତା କରିବା ପାଇଁ ଉତ୍ସାହିତ ରହିଛି। ଏହି ସହଭାଗିତା ବିସ୍ତୃତ, ସୁରକ୍ଷିତ ଓ ଅଭିନବ ଟେକ୍ନୋଲୋଜି ସମାଧାନ ପ୍ରଦାନକରି ସଂସ୍ଥାଗୁଡିକୁ ସେମାନଙ୍କର ଡିଜିଟାଲ ରୂପାନ୍ତରଣ ଯାତ୍ରାକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବା ପାଇଁ ଆମର ପ୍ରତିବଦ୍ଧତା ସହ ଜଡିତ ରହିଛି।
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...
ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…
ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...
ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍ ପରୀକ୍ଷା
ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...
ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI
ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
Archives


