Posted inଖେଳ

ଟ୍ରମ୍ପଙ୍କୁ ଭେଟିଲେ ଗାଭାସ୍କର

ନୂଆଦିଲ୍ଲୀ,୨୩।୮(ପିଟି): କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଗାଭାସ୍କର ଏକ ଚ୍ୟାରିଟି ପାଉଣ୍ଡେଶନ ପାଇଁ ସେ ଅର୍ଥ ଯୋଗାଡ଼ କରିବା ଲାଗି ନ୍ୟୁୟର୍କ ଗସ୍ତ କରିଥିଲେ। ପୂର୍ବତନ ଭାରତୀୟ ଅଧିନାୟକ ନ୍ୟୁ ୟର୍କସ୍ଥିତ ଟ୍ରମ୍ପ ବେଡମିନଷ୍ଟର ଗଲ୍ଫ କୋର୍ସଠାରେ ଟ୍ରମ୍ପଙ୍କୁ ଭେଟିଛନ୍ତି। ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଦିନିକିଆ ସିରିଜ୍‌ ଶେଷ ହେବା ପରେ ଓ ଟେଷ୍ଟ ସିରିଜ୍‌ ପୂର୍ବରୁ ସମୟ ବାହାର କରି ଆମେରିକା ଗସ୍ତ କରିଥିଲେ। ସେଠାରେ ହାର୍ଟ ଟୁ ହାର୍ଟ ଫାଉଣ୍ଡେଶନ (ଏଚ୍‌୨ଏଚ୍‌) ପ୍ରତି ସଚତେନତା ସୃଷ୍ଟି କରିବା ଲାଗି ଉଦ୍ୟମ କରିଥିଲେ। ନବି ମୁମ୍ବାଇସ୍ଥିତ ସତ୍ୟ ସାଇ ସଞ୍ଜିବନୀ ମେଡିକାଲ ଜନ୍ମଜାତ ହୃଦୟ ସମସ୍ୟାର ମାଗଣା ଅସ୍ତ୍ରୋପଚାର କରୁଛି। ଆଇକନିକ ବ୍ୟାଟ୍ସମ୍ୟାନ ନ୍ୟୁ ଜର୍ସି ଓ ଆଟଲାଣ୍ଟାଠାରେ ବହୁ ଇଭେଣ୍ଟରେ ଯୋଗ ଦେଇଥିଲେ। ଗାଭାସ୍କର ଚଳିତ ଟେଷ୍ଟ ସିରିଜ୍‌ରେ କମେଣ୍ଟ୍ରି କରୁଛନ୍ତି। ସିରିଜ୍‌ର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ପରେ ସେ ଆମେରିକା ଫେରି ସିଲିକନ ଭ୍ୟାଲି, ସିଟଲ, ଲୌସଭିଲେଠାରେ ଆଉ କିଛି ଇଭେଣ୍ଟରେ ଯୋଗଦେବେ। ଏହାପରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ୍‌ରେ କମେଣ୍ଟ୍ରି ପାଇଁ ସେ ସ୍ବଦେଶ ଫେରିବେ। ଉଲ୍ଲେଖଥାଉ କି, ଲୌସଭିଲେଠାରେ ଗାଭାସ୍କରଙ୍କ ନାମରେ କ୍ରିକେଟ ଷ୍ଟାଡିୟମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri