ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ ପଥିକଙ୍କ ପାଇଁ ବିପଦ ସାଜିଛି ।…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ ଅଧ୍ୟାପକ ହୋଇଥିବା ଜଣାପଡିଛି । ସୂଚନା…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଘରୋଇ ଇଭେଣ୍ଟ।…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର ଅତିକ୍ରମ କରିଛି। ଏହାର ସିଧାସଳଖ ପ୍ରଭାବ…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ ଯାତ୍ରା ଆସନ୍ତା ସୋମବାର ପୂର୍ବାହ୍ନ ୧୧ଟାରେ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ ଜଣାପଡ଼ିଛି। ମୃତହାତୀର ବୟସ ପାଖାପାଖି ୧୦…

ସୁଯୋଗ ମିଳିବା ମାତ୍ରେ ନିଜ ସହଯୋଗୀଙ୍କ ପଛରେ ଛୁରି ମାରନ୍ତି, ଜାଣନ୍ତୁ କାହାକୁ ଏମିତି କହିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବେଙ୍ଗାଲୁରୁରେ ଏକ ବିଶାଳ ବିଜୟ ରାଲିରେ ଯୋଗ ଦେଇଥିଲେ। ମୋଦି ସେଠାରେ ସମ୍ବୋଧିତ କରିବା ସମୟରେ କଂଗ୍ରେସକୁ ତାତ୍ସଲ୍ୟ କରିଛନ୍ତି। ମୋଦି କହିଛନ୍ତି, କଂଗ୍ରେସ ହେଉଛି ଏକ ‘ପରଜୀବୀ ଦଳ’ କଂଗ୍ରେସ ଏପରି ଏକ…

PM ମୋଦିଙ୍କୁ ଟାର୍ଗେଟ? ବେଙ୍ଗାଲୁରୁରେ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ବିସ୍ଫୋରକ ସାମଗ୍ରୀ ମିଳିବା ପରେ ହଇଚଇ

ବେଙ୍ଗାଲୁରୁ,୧୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆର୍ଟ ଅଫ ଲିଭିଂ ସେଣ୍ଟର ଗସ୍ତ ପୂର୍ବରୁ ବେଙ୍ଗାଲୁରୁରେ ଏକ ବଡ଼ ଧରଣର ସୁରକ୍ଷା ତ୍ରୁଟି ସାମ୍ନାକୁ ଆସିଛି। ପୋଲିସ ସୁରକ୍ଷା ଯାଞ୍ଚ ସମୟରେ ତାତାଗୁନି ନିକଟସ୍ଥ ଏକ ଫୁଟପାଥରୁ ଦୁଇଟି ସନ୍ଦିଗ୍ଧ ଜିଲାଟିନ ଷ୍ଟିକ…

ବଦଳିବ ପୁରୁଣା ସରକାରୀ ଗାଡ଼ି, ମୁଖ୍ୟମନ୍ତ୍ରୀଙ୍କ ପାଇଁ ଯୋଗାଇ ଦିଆଯିବ ବୁଲେଟ୍‌ପ୍ରୁଫ୍‌ ଗାଡ଼ି

ମୁମ୍ବାଇ,୧୦ା୫: ନୂଆଦିଲ୍ଲୀର ମହାରାଷ୍ଟ୍ର ସଦନରେ ବ୍ୟବହୃତ ପୁରୁଣା ସରକାରୀ ଗାଡ଼ି ବଦଳାଯିବା ସହ ନୂତନ ଗାଡ଼ି କିଣାକୁ ମହାରାଷ୍ଟ୍ର ସରକାର ଅନୁମୋଦନ କରିଛନ୍ତି। ସରକାରୀ ନିର୍ଦ୍ଦେଶ ଅନୁଯାୟୀ, ମହାରାଷ୍ଟ୍ର ସଦନରେ ବର୍ତ୍ତମାନ ବ୍ୟବହାର ହେଉଥିବା ତିନୋଟି ଗାଡ଼ି ନିଲାମ କରାଯାଇ ତିନୋଟି…

ସହି ପାରୁନାହାଁନ୍ତି ମୋଦି! ତାମିଲନାଡୁରେ ବିଜୟଙ୍କ TVKକୁ ସମର୍ଥନ କରିବା ନେଇ ଗର୍ଜିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ମେ’୧୦ରେ ଚେନ୍ନାଇର ନେହେରୁ ଷ୍ଟାଡିୟମରେ, ଟିଭିକେ ମୁଖ୍ୟ ସି. ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ୧୯୬୭ ପରଠାରୁ ସେ ଡିଏମକେ ଏବଂ ଏଆଇଏଡିଏମକେ ମେଣ୍ଟ ବାହାରେ ତାମିଲନାଡୁ ସରକାରର ନେତୃତ୍ୱ ନେଉଥିବା ପ୍ରଥମ ନେତା…

ମୁଖ୍ୟମନ୍ତ୍ରୀ ହେଉହେଉ ବଡ଼ ଘୋଷଣା କରିଦେଲେ ଥାଲାପତି ବିଜୟ, କହିଲେ ମୁଁ ରାଜ୍ୟ ପାଇଁ…

ଚେନ୍ନାଇ,୧୦ା୫: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ଗ୍ରହଣ କରିଛନ୍ତି ଅଭିନେତାରୁ ରାଜନେତା ପାଲଟିଥିବା ଥାଲାପତି ବିଜୟ। ସେ ମୁଖ୍ୟମନ୍ତ୍ରୀ ହେଉହେଉ ଏକ ବଡ଼ ଘୋଷଣା କରିଛନ୍ତି। ଥାଲାପତି ତାଙ୍କର ପ୍ରଥମ ଭାଷଣରେ ରାଜ୍ୟର ରାଜନୀତି ଏବଂ ପ୍ରଶାସନ ସମ୍ପର୍କରେ ଏକ…

ଭାଜପା ବିଧାୟକ ଦଳର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ହିମନ୍ତ ବିଶ୍ୱ ଶର୍ମା ହେବେ….

ଗୁଆହାଟି,୧୦।୫: ହିମନ୍ତ ବିଶ୍ୱ ଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜେପି ନଡ୍ଡା ହିମନ୍ତ ବିଶ୍ୱଙ୍କ ନାମ ଘୋଷଣା କରିଛନ୍ତି। ମେ ୧୨ ତାରିଖ ଦିନ ପୂର୍ବାହ୍ନ ୧୧:୦୦ ଟାରେ…

ତାମିଲନାଡୁରେ ନୂଆ ଯୁଗର ଆରମ୍ଭ, ଶେଷ ହେଲା ଦ୍ରାବିଡ଼ ରାଜନୀତିର ଦବଦବା

ଚେନ୍ନାଇ,୧୦।୫: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ ରବିବାର ସକାଳ ୧୦ଟା୨୨ରେ ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତି ଶେଷରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ତାଙ୍କୁ ଶପଥ ପାଠ କରାଇଥିଲେ। ଶପଥ ସମାରୋହ…

୫ ଦିନ ୪ ବୈଠକ ପରେ ମିଳିଲା ‘ବିଜୟ’…

ଚେନ୍ନାଇ,୧୦।୫: ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ସଭାପତି ବିଜୟଙ୍କୁ ସରକାର ଗଠନ କରିବା ପାଇଁ ଆବଶ୍ୟକ ସଂଖ୍ୟା ସଂଗ୍ରହ କରିବାକୁ ପାଞ୍ଚ ଦିନ, ରାଜ୍ୟପାଳଙ୍କ ସହ ଚାରୋଟି ବୈଠକ ଏବଂ ସମ୍ଭାବ୍ୟ ଅଂଶୀଦାରଙ୍କ ସହ ଅନେକ ପର୍ଯ୍ୟାୟ ମେଣ୍ଟ ଆଲୋଚନା ଲାଗିଥିଲା।…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ TVK ମୁଖ୍ୟ ବିଜୟ ଥାଲାପତି, ଯୋଗଦେବେ ରାହୁଲ ଗାନ୍ଧୀ

ଚେନ୍ନାଇ,୧୦।୫: ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ସକାଳ ୧୦ଟାରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ତାଙ୍କ…

ପୂର୍ଣ୍ଣ କାର୍ଯ୍ୟକାରୀ ହେଲା ନୂଆ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଦୀର୍ଘ ୫ ବର୍ଷର ପ୍ରତୀକ୍ଷା ପରେ କେନ୍ଦ୍ର ସରକାର ନିୟମାବଳୀ ପ୍ରକାଶ କରି ୪ ଶ୍ରମ ସଂହିତାକୁ ପୂର୍ଣ୍ଣ କାର୍ଯ୍ୟକାରୀ କରିଛନ୍ତି। ଏହା ସମସ୍ତ ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରି ଏବଂ ସାର୍ବଜନୀନ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବ। ୪ଟି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri