ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା: ପ୍ରକାଶ ପାଇଲା ସୂଚୀ, ଜାଣନ୍ତୁ କେଉଁ ଦିନ କ’ଣ

ଭୁବନେଶ୍ୱର,୧୪।୧୧: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି ୨୭ରେ ଗଣିତ, ମାର୍ଚ୍ଚ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବା ନେଇ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ସକାଳ ୯ଟାରୁ ଦିନ ସାଢେ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍‌ ସମୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri