ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପାରାଦୀପ ପ୍ରଗତିର…

ଭୁବନେଶ୍ୱର/ପାରାଦୀପ,୧୫ା୧୧: ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ। ସେମାନଙ୍କ ଉଦ୍ୟମ ବଳରେ ଆମ କଳିଙ୍ଗ ହୋଇଥିଲା ବୈଭବଶାଳୀ। ଆଜି ଆମେ ସେହି ହଜାର ବର୍ଷର ଐତିହ୍ୟକୁ ମନେ ପକାଉଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପାରାଦୀପରେ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ ହେବ ବୋଲି  ବାଲିଯାତ୍ରା ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଥିସହିତ ତାଳଚେରକୁ ପାରାଦୀପ ସହ ଯୋଡ଼ିବାକୁ ୧୬ ହଜାର କୋଟି ବ୍ୟୟ ହେବ ବୋଲି ସେ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଭା ମଞ୍ଚରେ ପୂର୍ବ ସରକାରକୁ ମଧ୍ୟ ଟାର୍ଗେଟ୍‌ କରିଥିଲେ। ୯୯ଟି ଷ୍ଟିଲ ପ୍ଲାଣ୍ଟ ଏମ୍‌ଓୟୁ କରିଥିଲେ, କେତୋଟି କାର୍ଯ୍ୟକାରୀ କରିଛ ବୋଲି ସେ ପ୍ରଶ୍ନ କରିଥିଲେ। ପୂର୍ବ ସରକାର ସମୟରେ ପୋସ୍କୋ ଫେରିଯାଇଥିଲା, ଆମେ ଫେରାଇ ଆଣିଛୁ। ଏଥିସହିତ ମିତ୍ତଲ ପଳାଇଯିବା କଥା ଯେଉଁମାନେ କହୁଛନ୍ତି, ତାହା ବିଭ୍ରାନ୍ତିକର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri