ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା ଗୁଳି । ତେବେ ଏହି ଗୁଳିକାଣ୍ଡରେ…

ଦୂର ହେବ ଚିନ୍ତା! LPG-Petrol ନେଇ ଭାରତ ଆସୁଛି ଆଉ ୩ ଜାହାଜ, ପାର କଲା Strait of Hormuz

ନୂଆଦିଲ୍ଲୀ,୨୪।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ସଂଘର୍ଷ ଏବଂ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଯୋଗୁ ଦେଖାଦେଇଥିବା ରୋଷେଇ ଗ୍ୟାସର ଅଭାବ ପାଇଁ ଏବେ ଆଶ୍ୱସ୍ତି ଆଶା କରାଯାଉଛି। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରିନଥିବା ବେଳେ ଅଗ୍ନିଶମ…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି ଯେ ତାଙ୍କ ପାଖରେ ଠୋସ ପ୍ରମାଣ…

ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..

ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି । ଇରାନର ଅର୍ଦ୍ଧ-ସରକାରୀ ଖବର ସଂସ୍ଥା…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର ରାତିରେ ଗୋଟିଏ ବୋଲେରୋ ୨ ଗୋଟି…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ ଚାହୁଁନାହିଁ; ବରଂ ଏକ ସମାଧାନ କରିବାକୁ ଚାହୁଁଛି। ତାଙ୍କ ଅନୁସାରେ, ଆମେରିକା ବର୍ତ୍ତମାନ…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଆଲୋଚନା କରୁଥିବାର ଦାବି କରୁଛନ୍ତି। କିନ୍ତୁ, ଆଶ୍ଚର୍ଯ୍ୟଜନକ ଭାବରେ, ଇରାନ ଆଲୋଚନାର ଏହି…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି। ଇରାନର ସାମରିକ ପରାମର୍ଶଦାତା ମୋହସେନ ରେଜାଏଇ ସ୍ପଷ୍ଟ ଭାବରେ ଘୋଷଣା କରିଛନ୍ତି ଯେ…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ ଲେଗୁଇଜାମୋ ନିକଟରେ ଉଡ଼ାଣ ଭରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୬୬…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ତିନୋଟି ମୁସଲିମ ରାଷ୍ଟ୍ର ମଧ୍ୟସ୍ଥତା ଭାବରେ କାର୍ଯ୍ୟ କରୁଛନ୍ତି। ଏହି ସମୟରେ, ପାକିସ୍ତାନର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ ବିଶେଷ ଭାବରେ ପ୍ରଭାବିତ ହେଉଛି। ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସ୍ଥାନୀୟ ଖବର ସଂସ୍ଥା ରିପୋର୍ଟ ଅନୁଯାୟୀ, ବିମାନଟି…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ ରଖିଛନ୍ତି। ଶନିବାର ଦିନ ନିଜେ ଟ୍ରମ୍ପ ଘୋଷଣା କରିଥିଲେ ଯେ ଯଦି ଇରାନ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ବ-ଗଣନା ହେବ। ଏଥିରେ ୩୩ଟି ସରଳ ପ୍ରଶ୍ନ ମାଧ୍ୟମରେ ନିଜ ତଥ୍ୟ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର ପରିସ୍ଥିତି ଚିନ୍ତାଜନକ। ଯୁଦ୍ଧକୁ ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି, ଯାହା ଭାରତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri