Posted inଜାତୀୟ

ମୋଦିଙ୍କୁ ବାଇଡେନଙ୍କ ସହ ତୁଳନା କଲେ ରାହୁଲ, କହିଲେ ଉଭୟଙ୍କୁ ହୋଇଛି ସମାନ ରୋଗ

ନୂଆଦିଲ୍ଲୀ,୧୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ପ୍ରଚାର ସମୟରେ ଲୋକ ସଭାରେ ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ଶନିବାର (ନଭେମ୍ବର ୧୬) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରି ମୋଦି ସ୍ମୃତି ଶକ୍ତି ହରାଇଥିବା କହିଛନ୍ତି।

ଅମରାବତୀରେ କଂଗ୍ରେସ ଏମପି କହିଛନ୍ତି, ମୋ ଭଉଣୀ ପ୍ରିୟଙ୍କା ଗାନ୍ଧୀ ମୋତେ କହିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏକ ଭାଷଣ ଶୁଣିଛନ୍ତି, ସେ କହୁଛନ୍ତି ଯେ ଆମେ ଯାହା କହୁଛୁ, ପ୍ରଧାନମନ୍ତ୍ରୀ ମଧ୍ୟ ତାହା କହୁଛନ୍ତି, ମୁଁ ଜାଣେ ନାହିଁ, ସେ ସ୍ମୃତି ଶକ୍ତି ହରାଇଛନ୍ତି। ଯେମିତି ଆମେରିକାର ରାଷ୍ଟ୍ରପତି ଭୁଲି ଯାଉଥିଲେଯେ ସ କ’ଣ କହିବାକୁ ଯାଉଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ୟୁକ୍ରେନର ରାଷ୍ଟ୍ରପତି ସେଠାକୁ ଆସିଥିଲେ ଏବଂ ଆମେରିକାର ରାଷ୍ଟ୍ରପତି କହୁଛନ୍ତି ଯେ ରୁଷିଆର ରାଷ୍ଟ୍ରପତି ଆସିଛନ୍ତି। ତା’ପରେ ଲୋକମାନେ ତାଙ୍କ ପଛକୁ ଆସି କହିଥିଲେ ଯେ ସେ ୟୁକ୍ରେନର ରାଷ୍ଟ୍ରପତି ରୁଷିଆର ନୁହଁନ୍ତି। ସେ ତାଙ୍କର ସ୍ମୃତି ଶକ୍ତି ହରାଇଥିଲେ। ସେହିଭଳି ଆମର ପ୍ରଧାନମନ୍ତ୍ରୀଙ୍କର ମଧ୍ୟ ମେମୋରି ଲସ୍‌ ହୋଇଛି। ମୁଁ ଜାଣେ ନାହିଁ ଯେ ସେ ଜନସାଧାରଣଙ୍କ ଆଗରେ କହିବା ଆରମ୍ଭ କରନ୍ତି କି ମହାରାଷ୍ଟ୍ର ସରକାର କ୍ୱିଣ୍ଟାଲ ପିଛା ୬୦ହଜାର ଟଙ୍କା ଦିଅନ୍ତି, ମୁ କହୁଛି ଭାଜପା ସମ୍ବିଧାନ ଉପରେ ଆକ୍ରମଣ କରୁଛି, ସେ କହୁଛନ୍ତି କଂଗ୍ରେସ ସମ୍ବିଧାନ ଉପରେ ଆକ୍ରମଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri