Posted inଜାତୀୟ

ହନୁମାନ ଚାଳିଶା ପଢିବା ପାଇଁ ହିନ୍ଦୁମାନଙ୍କୁ ମିଳୁ ଛୁଟି: ଆସାମ ମୁଖ୍ୟମନ୍ତ୍ରୀ

ଦିସ୍‌ପୁର,୧୭।୧୧: ସ୍କୁଲ ଶୁକ୍ରବାର ଛୁଟି କରିବା ପାଇଁ ପୁଣି ମୁଣ୍ଡ ଟେକିଲା ବିବାଦ। ଝାଡଖଣ୍ଡରେ ହେମନ୍ତ ସରକାର ଶୁକ୍ରବାର ମୁସଲମାନମାନଙ୍କୁ ସ୍କୁଲରେ ନମାଜ ପାଇଁ ଛୁଟି ଦେଉଛନ୍ତି। ତାହେଲେ ମଙ୍ଗଳବାର ଦିନ ହନୁମାନ ଚାଳିଶା ପାଇଁ ହିନ୍ଦୁମାନଙ୍କୁ ମଧ୍ୟ ଛୁଟି ଦେବାକୁ ପଡିବ। ଯଦି ବିଧାନସଭା ପରିସରରେ ନମାଜ ପାଇଁ ସ୍ଥାନ ଦେବା କଥା କହୁଛୁ, ତେବେ ଆମକୁ ହନୁମାନ ଚାଳିଶା ପଢ଼ିବାକୁ ମଧ୍ୟ ଅନୁମତି ଦିଆଯିବା ଉଚିତ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା କହିଛନ୍ତି।

ଧନବାଦରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ହିମନ୍ତ କହିଛନ୍ତି ଯେ, ଜେଏମଏମ, କଂଗ୍ରେସ ଓ ଆରଜେଡି ସରକାର ଲୋକଙ୍କୁ ବିଭାଜନ କରିବା ପାଇଁ କାମ କରୁଛନ୍ତି। ଅଯୋଧ୍ୟାରେ ରାମ ମନ୍ଦିର ର୍ନିମାଣ କରି ରାମରାଜଙ୍କୁ ଆଣିବାକୁ ଚେଷ୍ଟା କରାଯାଇଛି। କିନ୍ତୁ ଝାଡଖଣ୍ଡର ପୂର୍ବତନ ମନ୍ତ୍ରୀ ଆଲମଗିର ଆଲାମ ଏବଂ ଜାମତାରା ପ୍ରାର୍ଥୀ ଇରଫାନ ଅନସାରୀ ଲୋକଙ୍କୁ ବିଭାଜନ କରିବା ପାଇଁ ରାଜନୀତି କରୁଛନ୍ତି। ବାଂଲାଦେଶୀ ଅନୁପ୍ରବେଶ ଯୋଗୁଁ ଆଦିବାସୀ ସମାଜ କ୍ଷତିଗ୍ରସ୍ତ ହେଉଛି ବୋଲି ହିମନ୍ତ କହିଛନ୍ତି।

ହିମନ୍ତ ଆହୁରି ମଧ୍ୟ କହିଛନ୍ତି ଯେ ଝାଡ଼ଖଣ୍ଡରେ ହିନ୍ଦୁ ଓ ଆଦିବାସୀଙ୍କ ସରକାର ଗଠନ ହେବା ଦରକାର। ବର୍ତ୍ତମାନ ଏଠାରେ ଅନୁପ୍ରବେଶକାରୀ, ମାଫିଆ ଓ ଦଲାଲଙ୍କ ସରକାର ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri