‘ହାଲୋ, ମୁଁ ଲଶ୍କରର CEO କହୁଛି’…ଆର୍‌ବିଆଇକୁ ଆସିଲା ଧମକପୂର୍ଣ୍ଣ କଲ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ଆସିଛି ଧମକପୂର୍ଣ୍ଣ କଲ୍‌। ବ୍ୟାଙ୍କର ଗ୍ରାହକ ସେବା(କଷ୍ଟମର କେୟାର) ନମ୍ବରକୁ ଜଣେ ଫୋନ୍‌ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ଶନିବାର ସକାଳ ୧୦ଟାରେ ଏହି ଫୋନ୍‌ ଆସିଥିବା ଜଣାପଡ଼ିଛି। ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ଅପରପକ୍ଷେ ପୋଲିସ ଘଟଣାକୁ ଗମ୍ଭୀରତା ସହ ନେଇ ତଦନ୍ତ ଆରମ୍ଭ କରିଛି। ଏନେଇ ମାତା ରାମାବାଇ ମାର୍ଗ ଥାନାରେ ମାମଲା ରୁଜୁ ହୋଇଛି। କେହି ମଜାରେ ଏଭଳି ଫୋନ କରିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଥିଲେ ହେଁ କଲ୍‌ କରିଥିବା ବ୍ୟକ୍ତିଙ୍କୁ ଖୋଜୁଛି।

କହିରଖୁଛୁ, ଆର୍‌ବିଆଇକୁ ଏଭଳି ଧମକପୂର୍ଣ୍ଣ କଲ୍‌ ମିଳିବା ନୂଆ କଥା ନୁହେଁ। ଗତ ୨ ମାସ ମଧ୍ୟରେ ଏଭଳି କଲ୍‌କୁ ନେଇ ଅନେକ ମାମଲା ରୁଜୁ ହୋଇଛି। ଦେଶର ଅନେକ ବିମାନବନ୍ଦର, ସ୍କୁଲ ଏବଂ ଅନ୍ୟାନ୍ୟ ସ୍ଥାନକୁ ଧମକପୂର୍ଣ୍ଣ କଲ୍‌ କରାଯାଉଛି। ଏପରିକି ବୋମାରେ ଉଡାଇ ଦେବାକୁ ଧମକ ଦେଉଛନ୍ତି। ପରେ ଏସବୁ ମାମଲା ମିଥ୍ୟା ବୋଲି ଜଣାପଡ଼ୁଛି। ବିଶେଷକରି ବିମାନ ସେବା କ୍ଷେତ୍ରକୁ ଧମକ ଅଧିକ ଆସୁଥିବାରୁ ଅନେକ ବିମାନ କ୍ରମାଗତ ଭାବେ ପ୍ରଭାବିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri