ବାୟୁ ପ୍ରଦୂଷଣ ସ୍ଥିତି ସଂଘାତିକ, ୩୦ ଦିନରେ ୧୯ ହଜାର ଲୋକ ପହଞ୍ଚିଲେ ହସ୍ପିଟାଲ

ଲାହୋର,୧୭।୧୧: ପାକିସ୍ତାନର ଲାହୋରରେ ଲୋକମାନେ ଶ୍ୱାସରୁଦ୍ଧ ହେବାରେ ଲାଗିଛନ୍ତି। ଭୟଙ୍କର ପ୍ରଦୂଷଣ ଯୋଗୁଁ ସାଧାରଣ ଜୀବନ ଏବେ ଅସ୍ତବ୍ୟସ୍ତ ହୋଇ ପଡିଛି। ଗତ ୩୦ଦିନ ମଧ୍ୟରେ ୧୯ଲକ୍ଷରୁ ଅଧିକ ଲୋକ ଶ୍ୱାସ ରୋଗରେ ପୀଡିତ ହୋଇ ଚିକିତ୍ସା ପାଇଁ ସରକାରୀ ଡାକ୍ତରଖାନାରେ ପହଞ୍ଚିଛନ୍ତି।
କେବଳ ଶନିବାର ପାକିସ୍ତାନର ପଞ୍ଜାବ ପ୍ରଦେଶର ୭୫,୦୦୦ରୁ ଅଧିକ ଲୋକ ବିଷାକ୍ତ ଧୂଆଁ ଏବଂ ବାୟୁ ପ୍ରଦୂଷଣ କାରଣରୁ ଶ୍ୱାସକ୍ରିୟାରେ ସମସ୍ୟା ଥିବା ଅଭିଯୋଗ ନେଇ ଡାକ୍ତରଖାନାକୁ ଯାଇଥିଲେ। ଏହା ବ୍ୟତୀତ ୩,୩୫୯ ଆଜମା ରୋଗୀ, ୨୮୬ ହୃଦଘାତ ରୋଗୀ, ୬୦ଷ୍ଟ୍ରୋକ ରୋଗୀ ଏବଂ ୬୨୭ କଞ୍ଜୁକ୍ୟୁଟିଭାଇଟିସ ରୋଗୀ ଚିକିତ୍ସିତ ହୋଇଥିଲେ।
ଲାହୋରରେ ବାୟୁ ପ୍ରଦୂଷଣ ସହ ଜଡିତ ସର୍ବାଧିକ ମାମଲା ରିପୋର୍ଟ ହୋଇଛି। ଏଠାରେ ୫,୩୫୩ ଲୋକ ଶ୍ୱାସକ୍ରିୟା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଥିମଧ୍ୟରେ ୩୫୯ ଆଜମା ରୋଗୀ, ୧୭୧ ହୃଦ ରୋଗୀ,୨୦ ଷ୍ଟ୍ରୋକ ପୀଡିତ ଏବଂ ୩୦୩ କଞ୍ଜୁକଟିଭାଇଟିସ ଅନ୍ତର୍ଭୁକ୍ତ । ଲାହୋରର ପ୍ରମୁଖ ଡାକ୍ତରଖାନାଗୁଡ଼ିକରେ ଏହି ରୋଗୀମାନଙ୍କ ଭିଡ ହୋଇଛି। ଶ୍ୱାସକ୍ରିୟା ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ପ୍ରାୟ ସମସ୍ତ ଡାକ୍ତରଖାନରେ ସ୍ବାସ୍ଥ୍ୟକର୍ମୀଙ୍କ ଛୁଟିକୁ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri